-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

୧୧ ଜଣ ଓକିଲଙ୍କୁ ପୋଲିସ ନୃଶଂସ ଭାବେ ପିଟିଥିବା ଅଭିଯୋଗ କଲେ ଓକିଲ ପ୍ରତିନିଧି ଦଳ, ଅଭିଯୋଗକୁ ପୋଲିସର ଅସ୍ବୀକାର I

20-Dec-2022



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
ଗିରଫ ଓକିଲମାନଙ୍କ ସହିତ ପୋଲିସ ଅମାନବୀୟ ଆଚରଣ ପ୍ରଦର୍ଶନ କରିଛି। ଗିରଫ ୧୧ ଓକିଲଙ୍କୁ ନୃଶଂସ ଭାବେ ବାଡ଼େଇଛି। କେତେକ ଓକିଲଙ୍କ ଶରୀରରୁ ଏପର୍ଯ୍ୟନ୍ତ ଫୁଲାଯାଇ ନାହିଁ। ପୋଲିସର ଏଭଳି ଆଚରଣ ଆଦୌ ଗ୍ରହଣୀୟ ନୁହେଁ ବୋଲି ଭୁବନେଶ୍ବର ଓକିଲ ସଂଘର ପୂର୍ବତନ ସଭାପତି ନିର୍ମଳ କିଶୋର ରଥ ସୋମବାର ଏଠାରେ ଅଭିଯୋଗ କରିଛନ୍ତି I ଗତ ୧୨ ତାରିଖର ଆନ୍ଦୋଳନ ଓ କୋର୍ଟ ଭିତରେ ଭଙ୍ଗାରୁଜା ଘଟଣାରେ ଗିରଫ ସମ୍ବଲପୁର ଓକିଲ ସଂଘର ସଭାପତି ସୁରେଶ୍ବର ମିଶ୍ର, ଓକିଲ ସଂଘ କ୍ରିୟାନୁଷ୍ଠାନ କମିଟିର ସଭାପତି ପ୍ରଦୀପ ବହିଦାରଙ୍କୁ ଭେଟିବା ପରେ ନିର୍ମଳ ରଥ କହିଲେ, ସୋମବାର ସକା‌ଳେ ଓକିଲ ସଂଘ ପରିସରରେ ଏହାର ସଦସ୍ୟମାନଙ୍କ ସହିତ ଆଲୋଚନା କରିବା ପରେ ଆମେ ଜିଲ୍ଲା ଜଜ୍, ଉତ୍ତରାଂଚଳ ପୋଲିସ ଆଇଜି ଏବଂ ସନ୍ଧ୍ୟାରେ ସମ୍ବଲପୁର ଜିଲ୍ଲାପାଳଙ୍କୁ ଭେଟି ପୁଣି ଶାନ୍ତିପୂର୍ଣ୍ଣ ବାତାବରଣ ଯେମିତି ଫେରିଆସିବ ସେଦିଗରେ ପଦକ୍ଷେପ ନେବା ପାଇଁ ନିବେଦନ କରିଛୁ। ପୋଲିସ ଗିରଫ ଆଇନଜୀବୀ ମାନଙ୍କ ମଧ୍ୟରୁ ୧୧ ଜଣଙ୍କୁ ନୃଶଂସ ଭାବେ ପିଟିଛି। ଏ ସଂକ୍ରାନ୍ତରେ ଜିଲ୍ଲାପାଳଙ୍କୁ ଅବଗତ କରିବା ସହିତ ସେ ନିଜେ ଜେଲ୍‌ ହାଜତରେ ଥିବା ଓକିଲମାନଙ୍କୁ ଭେଟି ଏହା ଦେଖିବା ପାଇଁ ମଧ୍ୟ ନିବେଦନ କରିଛୁ। ପୋଲିସ ପ୍ରତିଶୋଧ ପରାୟଣ ହୋଇ ଏଭଳି ପଦକ୍ଷେପ ନେଇଛି। ସରକାର ପୁଣି ୧୦ ବର୍ଷ ତଳ ପୁରୁଣା ତତ୍କାଳୀନ ଜିଲ୍ଲାପାଳଙ୍କୁ ଆକ୍ରମଣ ଘଟଣାରେ ଓକିଲ ମାନଙ୍କୁ ଛନ୍ଦିବା ପାଇଁ କ୍ରାଇମ ବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛନ୍ତି। ଏହାଦ୍ବାରା ସ୍ଥିତି ସୁଧୁରିବା ପରିବର୍ତ୍ତେ ଆହୁରି ଜଟିଳ ହେବ। ଆଉ ଏମିତି କୌଣସି ପଦକ୍ଷେପ ଆଉ ନିଆ ନଯାଉ, ଯଦ୍ବାରା ସ୍ଥିତି ଆହୁରି ବିଗିଡ଼ିବ‌ ବୋଲି ଶ୍ରୀ ରଥ କହିଥିଲେ। ଭୁବନେଶ୍ବର ଓକିଲ ସଂଘର ସାଧାରଣ ସଂପାଦକ ରାଜକିଶୋର ଦାସ କହିଲେ, ଗିରଫ ଓକିଲଙ୍କ ପ୍ରତି ପୋଲିସ ଅମାନବୀୟ ବ୍ୟବହାର କରିଛି। ୧୪୪ ଧାରା ଉଠାଇବା ସହିତ ଏଠାରେ ଯେମିତି ସ୍ବାଭାବିକ ବାତାବରଣ ଫେରିଆସିବ ଏବଂ ଲୋକେ ଯେମିତି ଆଗକୁ ଅସୁବିଧା ନଭୋଗିବେ, ‌ସେସବୁକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବା ପାଇଁ ପୋଲିସ ଆଇଜି ଓ ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଛି। ବାଲେଶ୍ବର ଓକିଲ ସଂଘର ସଭାପତି ମନୋଜ ନାୟକ, ନୀଳଗିରି ଓକିଲ ସଂଘର ପୂର୍ବତନ ସଭାପତି କିଶୋର ଷଡ଼ଂଗୀଙ୍କ ସହିତ ଜିଆ ଉଲ୍‌ ହକ୍, ମହମ୍ମଦ ଇସଲାମ, ଅଶୋକ କୁମାର ବଡ଼ପଣ୍ଡା, ଶିବପ୍ରସାଦ ସାହୁ ଏବଂ ବିଭିନ୍ନ ଓକିଲ ସଂଘର ସଦସ୍ୟମାନେ ଏହି ପ୍ରତିନିଧି ଦଳରେ ସାମିଲ ଥିଲେ। ଅନ୍ୟପକ୍ଷରେ ଆଇନଜୀବୀ ମାନଙ୍କୁ ପୋଲିସ ପିଟିଥିବା ଅଭିଯୋଗକୁ ଏସ୍‌ପି ବି.ଗଂଗାଧର ଖଣ୍ଡନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like