-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଅଲଣ୍ଡା ଧାନ ମଣ୍ଡିରେ କଟନୀ ଛଟନୀ କୁ ନେଇ ଚାଷୀଙ୍କ ସହ ବିଜେପି ନେତା ଲକ୍ଷ୍ମଣ ବାଗଙ୍କ ମଣ୍ଡି ଆଗରେ ଧାରଣା

20-Dec-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଲଣ୍ଡା ଧାନମଣ୍ଡି ରେ ୫ କେଜି ରୁ ୧୫ କେଜି ପର୍ଯ୍ୟନ୍ତ ଧାନ କଟନୀ ଛଟନୀ କୁ ନେଇ ଚାଷୀମାନଙ୍କ ସହ ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗ ମଣ୍ଡି ସାମ୍ନାରେ ପ୍ରତିବାଦ ସ୍ୱରୂପ ଧାରଣାରେ ବସିଥିଲେ। ଚାଷୀମାନଙ୍କ ଠାରୁ ଅଭିଯୋଗ ପାଇ ସୋମବାର ୧୧ ଟାରେ ଅଳଣ୍ଡା ଧାନମଣ୍ଡି କୁ ଶ୍ରୀ ବାଗ ପହଞ୍ଚିଥିଲେ। ଶ୍ରୀ ବାଗ ପହଞ୍ଚିବା ଦେଖି ମିଲର ମାନଙ୍କ ତରଫରୁ ଆସୁଥିବା କର୍ମଚାରୀ ଛତ୍ରଭଙ୍ଗ ଦେଇ ଫେରାର ମାରିଥିଲେ ଏବଂ ସେ ସମୟରେ ଅଲଣ୍ଡା ଧାନମଣ୍ଡି ର ସମ୍ପାଦକ ମଧ୍ଯ ଅନୁପସ୍ଥିତ ଥିଲେ । ସେ ସମୟରେ ଧାନ ବିକ୍ରି କରି ଆସିଥିବା ଚାଷୀମାନଙ୍କ ସହ ଆଲୋଚନା କଲାପରେ ଅଧିକ ମାତ୍ରାରେ କଟନୀ ଛଟନୀ କୁ ନେଇ ମଣ୍ଡି ସାମ୍ନାରେ ଧାରଣାରେ ବସିଥିଲେ ଶ୍ରୀ ବାଗ। ତେବେ ସଂନ୍ଧ୍ଯା ୭ ଟାରେ ମିଲର ମାନେ ଓ ସମ୍ପାଦକ ପହଞ୍ଚି ଧାନର ମାନ ଦେଖି ୨ କେଜି ପର୍ଯ୍ୟନ୍ତ କାଟିବାର ପ୍ରତିଶୃତି ଦେଲା ପରେ ଧାରଣା ଶେଷ ହୋଇଥିଲା। ପ୍ରକାଶ ଥାଉକି ଅଲଣ୍ଡା ଧାନମଣ୍ଡିରେ ଝରିଆଲ ର ମଣ୍ଡି ମଧ୍ଯ ହେଉଛି । ତେଣୁ ଉଭୟ ଅଲଣ୍ଡା ଓ ଝରିଆଲ ମଣ୍ଡିର ଚାଷୀ ଅଲଣ୍ଡା କୁ ଧାନ ଆଣିଥାନ୍ତି। ଚଳିତବର୍ଷ ଡିସେମ୍ବର ୬ ତାରିଖ ରୁ ଡିସେମ୍ବର ୧୬ ମଧ୍ଯରେ ଝରିଆଲ ମଣ୍ଡିର ୧୦୬ ଜଣ ଚାଷୀଙ୍କ ୭ ହଜାର ୮ ଶହ ୪୯ ବସ୍ତାରେ ୩ ହଜାର ୭ ଶହ ୪୨ କ୍ବିଣ୍ଟାଲ ଧାନ ବିକ୍ରି ହୋଇଥିବା ବେଳେ ଅଲଣ୍ଡା ମଣ୍ଡିର ୮୩ ଜଣ ଚାଷୀଙ୍କ ୨ ହଜାର ୮ ଶହ ୨ କ୍ବିଣ୍ଟାଲ ଧାନ ବିକ୍ରି ହୋଇସାରିଛି। ତେବେ ଏଥିରେ ବହୁ ଚାଷୀ ସାମିଲ ହୋଇଥିବା ବେଳେ ଅନ୍ୟମାନଙ୍କ ମଧ୍ଯରେ ସିନ୍ଧେକେଲା ବିଜେପି ମଣ୍ଡଳ ସଭାପତି ମୁନିରାମ ନାଗ, ବଙ୍ଗୋମୁଣ୍ଡା ମଣ୍ଡଳ ସଭାପତି କ୍ଷୀରସିନ୍ଧୁ ବଛା , ସିନ୍ଧେକେଲା ଜୋନ ଜିଲ୍ଲାପରିଷଦ ସଦସ୍ଯ ଦାମୁ ସୁନା , ନରସିଂହ ଥନାପତୀ , ବାବୁଲାଲ ସାହୁ , ଭଞ୍ଜନ ତାଣ୍ଡି , ରିଙ୍କୁ ଛୁରା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like