-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

୬୨ ବର୍ଷ ପଦାର୍ପଣ ଅବସରେ ହୀରକ ଜୟନ୍ତୀ ସମାରୋହ

20-Dec-2022



ବରଗଡ:-ବରଗଡ଼ ଜିଲ୍ଲା ପାଇକମାଳ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆଜି ଠାରୁ ଦିର୍ଘ ୨ ଦିନ ଧରି ପାଳିତ ହେଉଛି।ଏ ଅବସରରେ ସ୍ଥାନୀୟ ନୃସିଂହନାଥ ଧର୍ମଶାଳା ରୁ ଏକ ଭବ୍ୟ ଶିକ୍ଷାଜ୍ୟୋତି ମଶାଲ  ଶୋଭାଯାତ୍ରାରେ ପୁରାତନ ଛାତ୍ରଛାତ୍ରୀ ତଥା ବର୍ତ୍ତମାନ ଅଧ୍ୟୟନରତ ଛାତ୍ରଛାତ୍ରୀ ପାଇକମାଳ ସହର ପରିକ୍ରମା କରି ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ପହଞ୍ଚିଥିଲେ।ହୀରକ ଜୟନ୍ତୀ ସମାରୋହ

ପାଳନ ଅବସରରେ ଆୟୋଜିତ ପୁରାତନ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ଭାବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ସ୍କୁଲ ର ପୁରାତନ ଛାତ୍ର ରୋହିତ ମିଶ୍ର ଫିତା କାଟି ଉନ୍ମୋଚନ କରିବା ପରେ ପୁରାତନ ଛାତ୍ରଛାତ୍ରୀମାନେ ପ୍ରଭୁ ନୃସିଂହନାଥ ଙ୍କ ଫଟୋଚିତ୍ର ରେ ମାଲ୍ୟାର୍ପଣ କରାଯାଇଥିଲା ପୁରାତନ ଛାତ୍ରଛାତ୍ରୀ ଙ୍କ ମଧ୍ୟରୁ ରୋହିତ କୁମାର ମିଶ୍ର,ଅନିଲ କୁମାର କାଲିଆ,ଜଗମୋହନ ତ୍ରିବେଦୀ,ମହେନ୍ଦ୍ର ସାହୁ,କିଶୋର ଚନ୍ଦ୍ର ସେଠ,ଗିରିଶ ଚନ୍ଦ୍ର ନାଏକ,ଅଶ୍ୱିନୀ କୁମାର ଦାଶ ନିଜନିଜ ସ୍କୁଲ ପାଠ ପଢା ସମୟର ଅଭିଜ୍ଞତା ଉପରେ ଆଲୋକପାତ କରିଥିଲେ।ପୁରାତନ ଛାତ୍ର ମହାଦେବ ବେହେରା କାର୍ଯ୍ୟକ୍ରମ କୁ ସଂଚାଳନ କରିଥିଲେ।ଏ ଶୁଭ ଅବସରରେ ୧୯୮୦ ବ୍ୟାଚ ର ପୁରାତନ ଛାତ୍ରଛାତ୍ରୀ ସର୍ବଶ୍ରୀ:- ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ,ଡାକ୍ତର ଚୈତନ୍ୟ କୁମାର ସାହୁ,ଡାକ୍ତର ନିରଞ୍ଜନ ବେହେରା,ଶରତ କୁମାର ବଡ଼ପଣ୍ଡା,ନରେଶ କୁମାର ଅଗ୍ରୱାଲ,ସଞ୍ଜୟ କୁମାର ସାହୁ,ଗଦାଧର ବଢେଇ,ଲିଙ୍ଗରାଜ ମିଶ୍ର,ଗକୁଲ ପ୍ରଧାନ,ଡାକ୍ତର ନିଲମ ରାଣୀ କାଲିଆ,ଡାକ୍ତର ଉପେନ୍ଦ୍ର ସାହୁ,ଡାକ୍ତର ଜୟସିଂ ନନ୍ଦ,ଗୋପବଂଧୁ ପାଣିଗ୍ରାହୀ,ଅରୁନ୍ଧତୀ ସାହୁ,ରାମଚନ୍ଦ୍ର ସାହୁ,ଭରତ ଚନ୍ଦ୍ର ଚନ୍ଦନ,ରବିନ୍ଦ୍ର କୁମାର ମଲ୍ଲିକ,ବସିର୍ ମହମ୍ମଦ,ରଫିକ ଜିକର୍,ଅନ୍ନପୂର୍ଣ୍ଣା ପୁରୋହିତ,ଫୁଲତୁଲି ଚନ୍ଦନ,ଋଷଭ ପ୍ରଧାନ,ମଦନ ନାଏକ,ଲଲିତା ବେହେରା,ଦୟାସାଗର ସାହୁ,ଅନନ୍ତ ସାହୁ,ମୋହନ ବେହେରା,ଅନିରୁଦ୍ଧ ବାଗ,ରାହାସ ବିହାରୀ ସାହୁ,ଶ୍ରୀଧର ଷାଣ୍ଢ

ପ୍ରମୁଖ ଏକ ବିରାଟ ବେନର ଧରି ଅଭିନନ୍ଦନ ଜଣାଇବା ବେଶ  ଚିତାକର୍ଷକ ହୋଇଥିଲା।୧୯୮୦ ବ୍ୟାଚ ପକ୍ଷରୁ ସମସ୍ତ ଙ୍କୁ ରାତ୍ରୀରେ ଦାନ୍ତ ମୁଖକୁ ଶୋଧନ କରି ଶୋଇବା ଏବଂ ସକାଳୁ ଉଠିଲେ ୫ ମିନିଟ ପ୍ରାଣାୟାମ କରିବା ସମସ୍ତ ମଣିଷ ସମାଜପାଇଁ ନିତ୍ୟକ୍ରମ ର ପ୍ରଥମ କର୍ମଭାବେ ପାଳନ କରି ସୁସ୍ଥ ଶାନ୍ତିମୟ ଜୀବନ ବିତାଇବା ପାଇଁ ନିବେଦନ କରାଯାଇଥିଲା।
ଜିଲ୍ଲା ପ୍ରତିନିଧି ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା