-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||     

HOME   ଜିଲ୍ଲା

ଧାନ ମଣ୍ଡିରେ କଟ୍‌ନି ଛଟ୍‌ନି, କେଉଁଠି ଗୋଦାମ ଗୃହ ନାହିଁ ତ କେଉିଁଠି କାମ କରୁନି ସିସି ଟିଭି କେମେରା, ମଣ୍ଡି ଅବ୍ୟବସ୍ଥା ବିରୁଦ୍ଧରେ ଆସନ୍ତାକାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେପି

20-Dec-2022



ବଲାଙ୍ଗୀର(ପ୍ରେରଣା ଖବର)- ବର୍ତ୍ତମାନ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଧାନ ମଣ୍ଡିରେ କଟ୍‌ନି ଛଟ୍‌ନି ଯୋଗୁଁ ଚାଷୀ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଆଗଲପୁର ବ୍ଲକ ମୁର୍ଷୁଣ୍ଡି, ଡୁଡକା ଓ ନଅଗାଁ ପ୍ରାଥମିକ କୃଷି ସେବା ସମବାୟ ସମିତି ଗୁଡିକରେ ଖୁଲ୍ଲମଖୁଲ୍ଲା କଟ୍‌ନି ଛଟ୍‌ନି ଯୋଗୁଁ ଚାଷୀ ମାନେ କ୍ଷତିର ସମ୍ମୁଖୀନ ହେଉଛନ୍ତି । ମିଲର ମାନଙ୍କ ମନମାନୀରେ କ୍ୱିଣ୍ଟାଲ ପିଛା ୪/୫ କେଜି କଟ୍‌ନି ଛଟ୍‌ନି ହେଉଛି । ମିଲର ଓ ପ୍ରଶାସନର ଦାଓପେଂଚରେ ବିଚରା ଚାଷୀ ହଇରାଣ ହେଉଛି ।  ଆହୁରି ମଧ୍ୟ ଧାନ କିଣାବିକାରେ ସ୍ୱଚ୍ଛତା ଆଣିବା ପାଇଁ ଧାନ ମଣ୍ଡି ଗୁଡିକରେ ସିସି ଟିଭି କେମେରା ସଂଯୋଗ କରିବା ପାଇଁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ ରହିଥିବା ବେଳେ ଆଗଲପୁର ବ୍ଲକ ମୁର୍ଷୁଣ୍ଡି ପେକ୍‌ସ ରେ ସିସି ଟିଭି କାମ କରୁନଥିବା ଦେଖିବାକୁ ମିଳିଛି । ଏପରିକି ଏଠାରେ ଧାନ ରଖିବ ପାଇଁ ପର୍ଯ୍ୟାପ୍ତ ଗୋଦାମ ଗୃହ ମଧ୍ୟ ନାହିଁ l ଏ ସଂପର୍କରେ ଏଠାରେ କାର୍ଯ୍ୟରତ ପେକ୍ସ ସଂପାଦକ ବିଭାଗୀୟ ଅଧିକାରୀଙ୍କୁ ସମସ୍ୟା ସଂପର୍କରେ ଅଭିଯୋଗ କରାଯାଇଛି ବୋଲି କହିଛନ୍ତି । ମୁର୍ଷୁଣ୍ଡି ପେକ୍ସ ସମେତ ଲୋଇସିଂହା ବ୍ଲକ ବୁର୍ଡା ପେକ୍ସରେ ମଧ୍ୟ ଖୋଲା ଆକାଶ ତଳେ ବସ୍ତାବସ୍ତା ଧାନ ପଡି ରହିଥିବା ଦେଖିବାକୁ ମିଳିଛି । 
ଏପରି ଚାଷୀ ମାରଣ ନୀତି ଓ ମଣ୍ଡିରେ ଚାଲିଥିବା ଚରମ ଅବ୍ୟବସ୍ଥା ବିରୁଦ୍ଧରେ ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ପକ୍ଷରୁ ଆସନ୍ତାକାଲି  ବଲାଙ୍ଗୀର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦାର୍ଶନ କରିବ ବୋଲି ଜଣାପଡିଛି  


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026

You Might Also Like

                   
  ଜିଲ୍ଲା  

ଗଣିତ ଗବେଷଣା