-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||     

HOME   ଜିଲ୍ଲା

ଭଡ଼ାଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

20-Dec-2022



ନାକଟିଦେଉଳ(କନ୍ଦର୍ପ ବେହେରା)  ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ କିସିଣ୍ଡା ଗ୍ରାମରେ ସୋମବାର ଦିନ ଏକ ଭଡ଼ାଘର ଭିତରୁ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି କିସିଣ୍ଡା ପୋଲିସ। ସୁଚନାଯୋଗ୍ୟ ଯେ କିସିଣ୍ଡା ଗ୍ରାମରେ ଏକ ଭଡ଼ା ଘରେ ଯୁବକ ଅଜିତ ପୃଷ୍ଟି(୩୨) ଦୀର୍ଘ ଦିନ ହେବ ରହିଆସୁଥିଲେ। ଆଜି ସକାଳେ ସେ ଘର ଭିତରେ ଝୁଲନ୍ତା ଅବସ୍ଥାରେ ଅଜିତଙ୍କ ମୃତଦେହ ଦେଖି ସ୍ଥାନୀୟ ବାସିନ୍ଦା ପୋଲିସଙ୍କୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ଆଣି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ମୃତକ ଅଜିତ ପୃଷ୍ଟି ପ୍ରକୃତ ଘର ରେଢ଼ାଖୋଲ ଏନଏସି ଅନ୍ତର୍ଗତ ଶୁଣ୍ଡିମୁଣ୍ଡା ଗ୍ରାମରେ l ସେ ଏକ ଘରୋଇ ବସ୍ ରେ କଣ୍ଡକ୍ଟର ହିସାବରେ କାର୍ଯ୍ୟରତ ଥିଲେ। କେଉଁ କାରଣରୁ ଆତ୍ମହତ୍ୟା କଲେ କିମ୍ବା ଅଜିତଙ୍କୁ ମାରି ଆତ୍ମହତ୍ୟା ରୂପ ଦେଇଛି ସେ କାରଣ ଅସ୍ପଷ୍ଟ ରହିଛି। କିସିଣ୍ଡା ପୋଲିସ ଏହି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026

You Might Also Like

                       
  ଜିଲ୍ଲା  

ଗଣିତ ଗବେଷଣା