-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

୨୯ ଦିନ ରେ ପହଞ୍ଚିଲା ଅଲ୍ ଓଡିଶା ଅଙ୍ଗନୱାଡ଼ି ସଂଘ ଆନ୍ଦୋଳନ : ସରକାର ନୀରବ

20-Dec-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଦୀର୍ଘ  ୨୯ ଦିନ ହେଲାଣି ଆନ୍ଦୋଳନରେ ବସିଛନ୍ତି ଅଲ୍ ଓଡିଶା ଅଙ୍ଗନୱାଡ଼ି ସଂଘ l ହେଲେ ସରକାର କୌଣସି ପଦକ୍ଷେପ ନେଉନାହାନ୍ତି l ଦୀର୍ଘ ୨୯ ଦିନ ବିତିଯାଇଥିଲେ ହେଁ ସରକାର ତାଙ୍କର ଗୁହାରି ଶୁଣୁ ନାହାନ୍ତି, ହଜାର ହଜାର ସଂଖ୍ୟାରେ ଅଙ୍ଗନୱାଡ଼ି କର୍ମୀ ଭୁବନେଶ୍ୱର ରାଜରାସ୍ତାରେ ଶୀତ କାକର ସହି ପଡ଼ିରହିଛନ୍ତି l ଆଉ କେତେକ କର୍ମୀ ନିଜ ନିଜ ବ୍ଲକ୍ ଅଫିସ୍ ରେ ଥିବା ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଛନ୍ତି l ସେହିପରି ଆଜି ଲୋଇସିଂହା ବ୍ଲକ୍ ର ସମସ୍ତ ଅଙ୍ଗନୱାଡ଼ି କର୍ମୀ ମାନେ ମଧ୍ୟ ନିଜର ଦାବି ପୁରଣ ପାଇଁ ବ୍ଲକ୍ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି l ସେମାନେ କହିଛନ୍ତି ଯେ ଦାବିପୂରଣ ନହେବା ପର୍ଯ୍ୟନ୍ତ ଏମିତି ଧାରଣାରେ ବସିବା ସହ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି ଅଙ୍ଗନବାଡି କର୍ମୀମାନ l ଏହି ଧାରଣାରେ ଲୋଇସିଂହା ଅଙ୍ଗନୱାଡ଼ି ସଙ୍ଘ ତରଫରୁ ସମସ୍ତ କର୍ମୀ ସ୍ଥାନୀୟ ବିଧାୟକ ଡକ୍ଟର ମୁକେଶ କୁମାର ମହାଲିଙ୍ଗଙ୍କୁ ମଧ୍ୟ ଭେଟି ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l ବିଧାୟକ ପ୍ରକାଶ କରିଛନ୍ତି ଯେ ଅଙ୍ଗନବାଡି କର୍ମୀ ମାନ ଗ୍ରାସରୁଟ ଲେବେଲରେ ଖଟୁଛନ୍ତି, ଏଣୁ ବିଷୟକୁ ନେଇ ବିଧାନସଭାରେ ପ୍ରସ୍ତାବ ପକାଇବି ବୋଲି ଆଶ୍ୱାସନା ଦେଇଛନ୍ତି l ସେହି ପରିପ୍ରେକ୍ଷୀରେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଅଙ୍ଗନବାଡିଙ୍କ ଦାବିକୁ ଜିଲ୍ଲାପାଳ ଓ ଡିଆରଡ଼ିଏ ଥରେ ଉପସ୍ଥାପନା କରିବାକୁ କହିଛନ୍ତି l କିନ୍ତୁ ଲୋଇସିଂହା ସିଡିପିଓ ଅଙ୍ଗନବାଡି ସୁପରଭାଇଜରଙ୍କୁ କହିଛନ୍ତି ଏହା ଯେ ଭିସି ମାଧ୍ୟମରେ ମିଟିଙ୍ଗ ଚାଲିଥିଲା ଓ ଆମକୁ କମିଶନର ଅର୍ଡର ଦେଇଛନ୍ତି ଯେ ସମସ୍ତେ ନିଜ କେନ୍ଦ୍ରକୁ ଯାଇ ଯୋଗଦାନ କରନ୍ତୁ ବର୍ତ୍ତମାନ ୬ମାସ ପର୍ଯ୍ୟନ୍ତ ସରକାର ତୁମର କିଛି

ଶୁଣିବେ ନାହିଁ l ନହେଲେ ସରକାର ବିକଳ୍ପ ବ୍ୟବସ୍ଥା କରିବେ ବୋଲି ଚେତାବନୀ ଦେଇଛନ୍ତି l ଉପସ୍ଥିତ ଲୋଇସିଂହା ସଭାପତି ଯାଜ୍ଞସେନୀ କୁମ୍ଭାର, ସମ୍ପାଦକ ଚଞ୍ଚଳl ମହାଲିଙ୍ଗଙ୍କ ସମେତ ସେକ୍ରେଟାରୀ ଲୋଇସିଂହା ସେକ୍ଟର ରୋଜାଲିନ ସ୍ୱାଇଁ, ପୁଷ୍ପକ କୁମାରୀ କନ୍ଧେର, ଜାନକୀ ପଟେଲ, ଉର୍ମିଳା ସାହୁ, ନିରୁପମା ସାହୁ, ମଞ୍ଜୁଲତା ନାୟକ, ପ୍ରେମାଞ୍ଜଳୀ ନନ୍ଦ, ସୁନିତା ପଣ୍ଡା, ପଲ୍ଲବୀ ମିଶ୍ର ସହ ସମସ୍ତ ଅଙ୍ଗନବାଡି କର୍ମୀ ଓ ସହାୟିକା ମାନ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା