-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ବିଜେପି ରାଜ୍ୟ ସଭାପତି ଙ୍କ ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତ

20-Dec-2022



ବୌଦ୍ଧ ଜିଲ୍ଲା tରାଜ୍ୟ ବିଜେପି ସଭାପତି ଶ୍ରୀ ଯୁକ୍ତ ସମୀର କୁମାର ମହାନ୍ତି ଙ୍କ ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତ ଅବସରରେ ବୌଦ୍ଧ ଟାଉନ ହଲ ଠାରେ ଅନୁଷ୍ଠିତ ୮୬ _ବୌଦ୍ଧ ବିଧାନ ସଭା ର ସମସ୍ତ ମଣ୍ଡଳ ସଭାପତି , ଜିଲ୍ଲା ବିଜେପି ପଦାଧିକାରୀ, ମୋର୍ଚ୍ଚା ସଭାପତି, ଶକ୍ତି କେନ୍ଦ୍ର ଗୁଡ଼ିକର ତ୍ରିଦେବ ଙ୍କ ସହିତ  ତିନୋଟି  ବୈଠକ ରେ ଯୋଗଦାନ କରି ଦଳର ରାଜନୀତି ଓ ଆଗାମୀ ନିର୍ବାଚନରେ ବିଜେପି କିପରି ବୁଥ ସ୍ତରୀୟ କର୍ମକର୍ତ୍ତା ଓ ମୋର୍ଚ୍ଚା ର ପଦାଧିକାରୀ, ପଞ୍ଚାୟତ ର ଶକ୍ତି କେନ୍ଦ୍ର ର ତ୍ରିଦେବ ଙ୍କ ସହିତ ଜିଲ୍ଲା ବିଜେପି କମିଟି ସଦସ୍ୟ ମାନଙ୍କୁ ଗୁରୁ ମନ୍ତ ପ୍ରଦାନ କରିଥିଲେ ଯେପରି ଆଗାମୀ ନିର୍ବାଚନରେ କନ୍ଧ ମାଳ  ଲୋକସଭା ନିର୍ବାଚନ ସହିତ ଜିଲ୍ଲା ର ଦୁଇଟି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଜୟ ଯୁକ୍ତ ହେବେ ସେଥି ପାଇଁ ଆଜିଠାରୁ ସମସ୍ତ କର୍ମକର୍ତ୍ତା ମାନେ ନିଜ ନିଜ ସ୍ତରରେ ସୁବ୍ୟବସ୍ଥିତ ଭାବରେ ଦଳୀୟ କାଜ୍ୟ ସବୁ ସ୍ତରରେ ନିଷ୍ଠାର ସହିତ କରିବାକୁ ଗୁରୁ ମନ୍ତ ପ୍ରଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଲୋକସଭା ର କୋର କମିଟି ସଦସ୍ୟ ସଦସ୍ୟା ଓ ସଞ୍ଚାଳନ ସମିତି ର ସଦସ୍ୟ ସଦସ୍ୟା ମାନଙ୍କୁ ରାଜ୍ୟ ବିଜେପି ସମ୍ପାଦିକା ଡ.ଲେଖାଶ୍ରୀ ସାମନ୍ତ ସିଂହାର ଅତି ସୁନ୍ଦର ଭାବରେ ବୁଥ ସ୍ତରୀୟ କମିଟି ଗଠନ, ମଣ୍ଡଳ ସ୍ତରୀୟ ବୈଠକ ଓ କମିଟି ଗଠନ, ପଞ୍ଚ୍ ୟତ ସ୍ତରୀୟ ଶକ୍ତି କେନ୍ଦ୍ର ଗୁଡ଼ିକର ଗଠନ ଓ ପରିଚାଳନା କରିବା ସହିତ , ଦଳର ନେତୃବୃନ୍ଦ ସମସ୍ତେ  ଏସବୁ ଠୀରେ ସାମିଲ ହେବାକୁ କର୍ମକର୍ତ୍ତା ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
      ଆଜିର ଏହି ସବୁ କାର୍ଯ୍ୟକ୍ରମ ରେ ଜିଲ୍ଲା ବିଜେପି ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତି ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଥିଲା ଓ ଆଜିର ଏହି କାର୍ଯ୍ୟକ୍ରମ ଗୁଡିକରେ ଲୋକସଭା ପ୍ରଭାରୀ ଶ୍ରୀ ନିରଞ୍ଜନ ମିଶ୍ର, ସଂଯୋଜକ ରମେଶ କୁମାର ମହାନ୍ତି, ଜିଲ୍ଲା ବିଜେପି ପ୍ରଭାରୀ ଶ୍ରୀ ରାମ ଚନ୍ଦ୍ର ମେହେର, ସଚ୍ଚିଦାନନ୍ଦ ଦଲାଲ, ଜିଲ୍ଲା ସଂଯୋଜକ ଯୁଗଳ କିଶୋର ସାମଲ, ସୁଶାନ୍ତ ପ୍ରଧାନ, ଅଟଳ ପ୍ରଧାନ, ପ୍ରେମାନନ୍ଦ ମିଶ୍ର, ତାପସ କୁମାର ପଟ୍ଟନାୟକ, ସଂଯୁକ୍ତ ନାୟକ, ନିରଞ୍ଜନ ଦାନୀ, ଶ୍ୟାମ ସୁନ୍ଦର ପୁରୋହିତ, ରାଜକିଶୋର ମେହେର, ମାଗୁଣି ଗାଇଗୌରିଆ, ମନ ରଞ୍ଜନ ଦାସ, ନମିତା ରାଣୀ ଦାସ , ଅଞ୍ଜନ କୁମାର ସାହୁ  ବ୍ୟମ କେଶ ମହାପାତ୍ର, ବାମନ ବାରିକ ଶମ୍ଭୁ ପ୍ରଧାନ,  ରଶ୍ମି ତା   ହୋ ତା, ଚିତ ପାଣିଗ୍ରାହୀ, ପ୍ରଦୋଷ ମିଶ୍ର ପ୍ରଭୁତି ବହୁ କର୍ମକର୍ତ୍ତା ଆଜି ସମସ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like