-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||     

HOME   ଜିଲ୍ଲା

ଗାୟତ୍ରୀ ଆବାସିକରେ ଗଣିତ ଓ ବିଜ୍ଞାନ ମେଳା ଉଦଯାପନ

22-Dec-2022



ବୀରମହାରାଜପୁର/ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ) ସୋନପୁର ଜିଲ୍ଲା ବୀରମହାରାଜପୁର ଠାରେ ଥିବା ଗାୟତ୍ରୀ ଆବାସିକ ଶିକ୍ଷା ନିକେତନ ଠାରେ  ଗଣିତ ଓ ବିଜ୍ଞାନ ମେଳା ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଉତ୍ସବ ସଭାପତି ଯୁଧିଷ୍ଠିର ଖମାରୀଙ୍କ ତତ୍ତ୍ୱାବଧାନରେ ହୋଇଥିବା ବେଳେ ମୁଖ୍ଯ ଅତିଥି ଭାବେ ଆଞ୍ଚଳିକ ଉଚ୍ଚ ବିଦ୍ଯାପୀଠ,କେନଝିରିଆପାଲି ହାଇସ୍କୁଲର ଗଣିତ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଯୋଗ ଦେଇ

ଆଜିର ପ୍ରଯୁକ୍ତିବିଜ୍ଞାନ ଯୁଗର ଦୈନନ୍ଦିନ ଜୀବନରେ ଗଣିତର ପ୍ରୟୋଗ ଓ ବୈଜ୍ଞାନିକ ଦୃଷ୍ଟିକୋଣ ଉପରେ ଛାତ୍ର,ଛାତ୍ରୀଙ୍କୁ ଅବଗତ କରିବା ସହ ଶିଶୁର ସର୍ବାଙ୍ଗୀନ ବିକାଶରେ ଗଣିତର ଅବଦାନ ଅତୁଳନୀୟ ଏବଂ ଏହା ବିଜ୍ଞାନ ସହିତ ଅଙ୍ଗାଙ୍ଗୀ ଭାବେ ଜଡିତ ବୋଲି ମତପ୍ରକାଶ କରିଥିଲେ।ସମ୍ମାନୀତ ଅତିଥି ପ୍ରଣବ ନାଏକ ଓ ସଞ୍ଜିବ ଜଗଦଲା ମଧ୍ୟ ଗଣିତର ଆବଶ୍ଯକତା ଓ କାର୍ଯ୍ଯକାରିତା ଉପରେ ବ୍ଯାଖ୍ଯା କରିଥିଲେ।ବରିଷ୍ଠ ଓ କନିଷ୍ଠ ବିଭାଗରେ ମନୋନୀତ ହୋଇଥିବା ଦଶଗୋଟି ପ୍ରକଳ୍ପକୁ ଅତିଥିଙ୍କ କରକମଳରେ ପୁରସ୍କୃତ କରାଯାଇଥିଲା


News Comment




Photo in News

Advertisment
Lastest News
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026

You Might Also Like