-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ରେଣ୍ଡୋ ମାଝୀଙ୍କ ଉପରେ ଅଧିକ ଗବେଷଣା ଆବଶ୍ୟକ

23-Dec-2022



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
ଓଡିଶା ସାଂସ୍କୃତିକ ପକ୍ଷରୁ ଆଜି ସ୍ୱାଧୀନତା ସଂଗ୍ରାମୀ ରେଣ୍ଡୋ ମାଝୀ ଜୟନ୍ତୀ ପାଳିତ ହୋଇଯାଇଛି। ସାଂସ୍କୃତିକ ମହତ୍ଵ ସମାଜର ଉପସଭାପତି ଶିବନାରାୟଣ ପାଣିଗ୍ରାହୀଙ୍କ  ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ସଭାରେ ମୁଖ୍ୟବକ୍ତା ଭାବରେ ଶିକ୍ଷାବିତ୍ ଅରବିନ୍ଦ ମହାପାତ୍ର ଯୋଗଦେଇ କହିଥିଲେ ଯେ, ରେଣ୍ଡୋ ମାଝୀଙ୍କ  ଇଂରେଜ ଶାସନ ବିରୋଧରେ ସଂଗ୍ରାମ ପ୍ରଥମ ସ୍ୱାଧୀନତା ସଂଗ୍ରାମ ବୋଲି କୁହାଯାଉଥିବା ସିପାହୀ ବିଦ୍ରୋହର ବହୁ ପୂର୍ବରୁ ହୋଇଥିଲା। ସେତେବେଳେ ସାଧନର ବହୁ ଅଭାବ ସତ୍ତ୍ୱେ ଅଂଚଳର କନ୍ଧମାନଙ୍କୁ ସଂଘଠିତ କରି ଇଂରେଜମାନଙ୍କ ବିରୋଧରେ ଲେଢେଇ କରିବାରେ ସମର୍ଥ ହେବା ତାଙ୍କ ବଳିଷ୍ଠ ସାଂଗଠନିକ ଦକ୍ଷତାର ପ୍ରମାଣ ଦିଏ। ତେବେ ତାଙ୍କ ଉପରେ ଯେଭଳି ଗବେଷଣା ହେବାକଥା ଆଜି ପର୍ଯ୍ୟନ୍ତ ହୋଇ ପାରିନାହିଁ। ଅନ୍ୟତମ ବକ୍ତା ଐତିହାସିକ ଦୀପକ ପଣ୍ଡା କହିଲେ ଯେ ଓଡିଶା ଓ ନିକଟ ରାଜ୍ୟର  ଅନେକ ସ୍ଥାନରେ ଜନଜାତି ଗୋଷ୍ଠୀ ଇଂରେଜମାନଙ୍କ ବିରୋଧରେ ମେଳିବାନ୍ଧି ସଂଗ୍ରାମ କରିଛନ୍ତି ତେବେ ଉପଯୁକ୍ତ ପ୍ରମାଣ ଅଭାବରୁ ଇତିହାସ ସେ ଦିଗରେ ଅସ୍ପଷ୍ଟ ହୋଇ ରହିଯାଇଛି। ରେଣ୍ଡୋ ମାଝୀଙ୍କ ସଶସ୍ତ୍ର ସଂଗ୍ରାମ ଉପରେ ମଧ୍ଯ ଗବେଷଣା ଦିଗରେ ଅନୁରୂପ ସମସ୍ୟା ଦେଖିବାକୁ ମିଳେ। ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ କୋଷାଧ୍ୟକ୍ଷ ଦୀନବନ୍ଧୁ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like