-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

ଦକ୍ଷିଣୀପାଲି ଠାରେ ଜିଲ୍ଲାସ୍ତରୀୟ ହକି ମହୋତ୍ସବର ଶୁଭାରମ୍ଭ

24-Dec-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା): ଉଲୁଣ୍ଡା ବ୍ଲକ ଦକ୍ଷୀଣିପାଲି ଖେଲପଡିଆ ଠାରେ ଜିଲ୍ଲା ସ୍ତରୀୟ ହକି ମହୋତ୍ସବର ଶୁଭାରମ୍ଭ ହୋଇଛି । ଜିଲ୍ଲା କ୍ରୀଡା ବିଭାଗ ପକ୍ଷରୁ ଆୟୋଜିତ ସଭାରେ  ଜିଲ୍ଲାପାଲ ଆବୋଲି ସୁନିଲ ନରୱାଣେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବରେ ଏସପି ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଲ ସୁର୍ଯ୍ୟନାରାୟଣ ଦାସ, ବୀରମହାରାଜପୁର ଉପଜିଲ୍ଲାପାଲ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ସାନ୍ତିଲତା ମିଶ୍ର, ବିଡିଓ ହେମସାଗର ଭୋଇ, ଜିଲ୍ଲା ଶିକ୍ଷାଧିକାରୀ ଲକ୍ଷ୍ମଣ ଭୋଇ ପ୍ରମୁଖ ମଂଚାସୀନ ହୋଇଥିଲେ । ତେବେ ଜାତୀୟ ଖେଳ ହକିକୁ ସବୁ ସବୁ ବର୍ଗରେ ଆଦୃତ କରିବା ସହ ହକି ବିଶ୍ୱ କପ ୨୦୨୩ ଖେଳ ମହାକୁମ୍ଭକୁ ଜିଲ୍ଲାବ୍ୟାପି ଉତ୍ସାହ ଉଦୀପନାର ସହ ପାଳନ କରିବାକୁ ଅତିଥି ବୃନ୍ଦ ଆହ୍ୱାନ ଦେଇଥିଲେ । ଏହି ଅବଶରରେ ହକି ରଥକୁ ଜିଲ୍ଲାପାଲ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।  ଏହି ଅବଶରରେ ଜିଲ୍ଲାପାଲ ଆଦିବାସୀ  ମହିଲା ମାନଙ୍କ ସହିତ ନାଚି ଉତ୍ସାହିତ କରିଥିଲେ । ଆଜି ପ୍ରଥମ ଦିନରେ ବ୍ଲକର ପଂଚମହଲା, ଜାଲୋଏ, କଲାପଥର ଓ ମହଦା ପଂଚାୟତରେ ପରିକ୍ରମା କରିଥିବା ଜଣାପଡିଛି । କ୍ରୀଡା ଅଧିକାରୀ ଅଭିଲାଷ ପୁରହିତଙ୍କ ତତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଇଓ ସାନ୍ତନୁ କୁମ୍ଭକାର, ଏବିଇଓ ମୁକେଶ ଭୋଇ, ମାର୍କଣ୍ଡେଶ୍ୱର ମିଶ୍ର,ଏବିଡିଓ ଶୁଭ୍ରାଂଶୁ ଶେଖର ମଲ୍ଲିକ, ହିଶାବ ରକ୍ଷକ ଶ୍ୟମଲାଲା ବଂଜାରା, ଜିପିଇଓ ପିତବାସ ପଣ୍ଡା, ସାମାଜିକ ସୁରକ୍ଷା ଅଧିକାରୀ କ୍ଷିରୋଦ୍ର ଭୂଷଣ ରାଏଙ୍କ ସମେତ ବ୍ଲକ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ  ଏସଏଚଜି ମହିଲା, ମିଶନ ଶକ୍ତି ସଦସ୍ୟ, ବିଭିନ୍ନ ସାଂସ୍କୃତିକ ଦଳ ଯୋଗଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like