-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ନୟାଗଡ଼ ଗ୍ରସ୍ତ ରେ ମୂଖ୍ୟ ଶାସନସଚିବ

24-Dec-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା)ମୂଖ୍ୟ ଶାସନସଚିବ ଶ୍ରୀଯୁକ୍ତ ସୁରେଶ କୁମାର ମହପାତ୍ର ନୟାଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟ ର ସମୀକ୍ଷା କରି ପ୍ରତିଶୃତି ଦେଇ ଫେରିଛନ୍ତି | ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ର ବିଭିନ୍ନ ସମସ୍ୟା ସମ୍ପର୍କରେ ସମୀକ୍ଷା କରି ସମାଧାନର ସୂତ୍ର ତୁରନ୍ତ ଆବଶ୍ୟକ ବୋଲି କହିଥିଲେ | ତାପରେ କୁସୁମୀ ଜଳସେଚନ ପ୍ରକଳ୍ପ

ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ | ଜଳସେଚନ ପାଇଁ ପାଇପ୍ ଲାଇନ୍ କାର୍ଯ୍ୟ ଯଥାଶୀଘ୍ର ଆରମ୍ଭ କରାଯିବ ବୋଲି ସୂଚନା ଦେଇ କହିଥିଲେ ଆସନ୍ତା ପାଞ୍ଚ ମାସ ମଧ୍ୟରେ ପ୍ରକଳ୍ପ

ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ଉପରେ ଗୁରୁତ୍ବ ଦିଆଯାଉ |ଉକ୍ତ ମାରାଥନ୍ ଗ୍ରସ୍ତ ରେ ଶରଣକୁଳ ଝାଡେଶ୍ୱରୀ ଇକୋ ଟୁରିଜିମ୍ , ରାମସାଗର ପାର୍କ ଏବଂ ଓଡ଼ଗାଁ ରଘୁନାଥ ଜୀଉ ମନ୍ଦିର ମଧ୍ୟ ସାମିଲ ଥିଲା | ସେବାୟତ ଏବଂ ଜନସାଧାରଣ ଙ୍କ ଦାବୀ ଅନୁଯାୟୀ ରଘୁନାଥ ଜୀଉ ମନ୍ଦିର କୁ ରୂପାନ୍ତରିତ ଯୋଜନା ରେ ସାମିଲ କରିବାପାଇଁ ତୁରନ୍ତ ପଦକ୍ଷେପ ନେବେ ବୋଲି ସୂଚନା ଦେଇଥିଲେ ମୂଖ୍ୟ ଶାସନସଚିବ | ଉକ୍ତ ମାରାଥନ୍ ଗ୍ରସ୍ତ ରେ ନୟାଗଡ଼ ଜିଲ୍ଲାପାଳ, ଡି ଏଫ୍ ଓ, ନୟାଗଡ଼ ବିଧାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷ, ଉପ ଜିଲ୍ଲାପାଳ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like