-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ମାଁ ରାଏଗଡେନ୍ ସ୍ପୋଟ୍ସ କ୍ଲବ୍ ଦ୍ଵାରା ଟି-ଟେନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦଯାପିତ

26-Dec-2022



କଳାହାଣ୍ଡି ,ରେଗେଡ଼ା (ତ୍ରିନାଥ ବେଶ୍ରl)
କଳାହାଣ୍ଡି କର୍ଲାମୁଣ୍ଡା ବ୍ଲକ ସ୍ଥାନୀୟ ରେଗେଡ଼ା ସ୍ଥିତ ଗ୍ରୀନ୍ ପାର୍କ୍ ଷ୍ଟାଡିୟମ୍ ଠାରେ ମାଁ ରାଏଗଡେନ୍ ସ୍ପୋଟ୍ସ କ୍ଲବ୍ ଦ୍ଵାରା ଟି-ଟେନ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ୍ ଉଦଯାପିତ ହୋଇଯାଇଛି। 
କଶୃପଡା ବନାମ୍ ଗଜ୍‌ବାହାଲ୍ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । 
ଗଜ୍‌‌ବାହାଲ୍ ଟସ ଜିତି ବ୍ୟାଟିଙ୍ଗ କରି ନିଧାରିତ ୧୦ ଓଭର ୬ ଉଇକେଟ ହରାଇ  ୮୧ ରନ ସଂଗ୍ରହ କରିଥିବା ବେଳେ 
କଶୃପଡା ୮.୩ ଓଭର ଓ ୨ ଉଇକେଟ ହରାଇ ୮୫ ରନ କରି ଚାମ୍ପିୟାନ ହୋଇଥିଲେ। ଏହି ମ୍ୟାଚ ରେ ବିବେକସେନା ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ପ୍ରତିଷ୍ଠାତା ଡ଼. ଶିବରାମ ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଖେଳାଳୀ ଓ କ୍ଳବ ର ସମସ୍ତ ସଦଶ୍ୟ ଙ୍କୁ ଉତ୍ସାହିତ କରିବା ସହ ଖେଳ ଦେହ ଓ ମନ କୁ ଶୁଦ୍ଧ ଓ ନିରୋଗୀ ରଖେ ବୋଲି ନିଜ ବ୍ୟକ୍ତବ୍ୟରେ କହିଥିଲେ। ସଂମ୍ମାନିତ ଅତିଥି ରୂପେ ରେଗେଡ଼ା ସରପଞ୍ଚ ଦୀପ୍ତିରାଣୀ ସାହୁ,ସମିତି ସଭ୍ୟ ଗେଲ କମ୍ପ, ନାଏବ ସରପଞ୍ଚ ସନ୍ଧ୍ୟା ରାଣୀ ବାଗ, କ୍ଷୀର ସାଗର ଦାଶ କ୍ଲବ ସଭାପତି ଗୁଣନିଧି ଭୋଇ ଉପସ୍ଥିତ ଥିବା ବେଳେ ପ୍ରଶାନ୍ତ ଦାଶ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like