-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||     

HOME   ଜିଲ୍ଲା

ବିନିକା-ପାପକ୍ଷୟ ଲୋକ ମହୋତ୍ସବ ପ୍ରଥମ ପ୍ରସ୍ତୁତି ବୈଠକ

26-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇ ବର୍ଷ ଧରି ବନ୍ଦ ଥିବା ବିନିକା-ପାପକ୍ଷୟ ଲୋକ ମହୋତ୍ସବ ଆସନ୍ତା ନବବର୍ଷରେ ଆୟୋଜନ ନେଇ କମିଟି ସହ ସମ୍ପାଦକ ନବଜୀବନ ପଣ୍ଡାଙ୍କ ଆବାହକତ୍ୱରେ ସ୍ଥାନୀୟ ସ୍ପୋର୍ଟସ କ୍ଲବ ଠାରେ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ।କମିଟି ସମ୍ପାଦକ ସମୀର ରଞ୍ଜନ ପଣ୍ଡା ଉପସ୍ଥିତ ସଦସ୍ୟ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ବିଗତ ବର୍ଷ ମାନଙ୍କ ଅପେକ୍ଷା ଯେପରି ମହୋତ୍ସବ ଆହୁରି ଚିତ୍ତାକର୍ଷକ ହେବ ସେନେଇ ମତ ଦେବାକୁ କହିଥିଲେ । କମିଟି ବରିଷ୍ଟ ସଦସ୍ୟ ଭୀମସେନ ସାହୁ,ସୃଜନ କୁମାର ପଣ୍ଡା,ହିମାଂଶୁ ଭୁଷଣ ପଣ୍ଡା,ସୁଜିତ ଶର୍ମା,ଆନନ୍ଦ ହୋତା,ଦଧିବାମନ ନାୟକ,ହିମାଂଶୁ ଶେଖର ପୁଟେଲ,ଭୋଗେଶ ବଡ଼ପଣ୍ଡା,ଗୋବିନ୍ଦ ପ୍ରଧାନ ପ୍ରମୁଖ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ । ଏହାର ପରବର୍ତ୍ତୀ  ପୂର୍ଣ୍ଣାଙ୍ଗ ବୈଠକ ଆସନ୍ତା ୨୯ତାରିଖ ସନ୍ଧ୍ୟାରେ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ସୂଚନା ଦେବାସହ ଏଥିରେ ସମସ୍ତ ସଦସ୍ୟ ଯୋଗଦେବାକୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026

You Might Also Like