-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ତ୍ରିଦିବସୀୟ ଯୁବ ନେତୃତ୍ୱ ତାଲିମ୍ ଶିବିର

26-Dec-2022



ବୌଦ୍ଧ - ପାଲଝାର ନିକଟସ୍ଥ ପିଆଜ ଗବେଷଣା ପ୍ରତିଷ୍ଠାନ କେନ୍ଦ୍ର ଠାରେ ଜିଲ୍ଲା ସ୍ତରୀୟ ତାଲିମ୍ ଶିବିର ଉଦଘାଟନ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ବରିଷ୍ଠ ବୈଜ୍ଞାନିକ ତପନ କୁମାର ଦାଶ ଯୋଗଦାନ କରିଥିଲେ l ସାମ୍ନାନୀତ ଅତିଥି ଭାବେ ଡି. ଜି. ନୋମିନି ଦେବାଶିଷ ପୁରୋହିତ ପ୍ରଶିକ୍ଷଣ ମାଧ୍ୟମରେ ଯୁବକ ଯୁବତୀ ମାନେ ନିଜର ବ୍ୟକ୍ତିତ୍ୱ ଓ ନେତୃତ୍ୱ ବୃଦ୍ଧି କରିପାରିବେ l ଅନ୍ୟତମ ସାମ୍ନାନୀତ ଅତିଥି ଗୌତମ ସା

ତାଲିମ୍ ର ମୁଖ୍ୟ ବେରୋଜଗାର ହଟାଇପାରିବ l ସରପଞ୍ଚ ଅନୁଜା ଦୀପ, ଅଭିଷେକ ଗୋବିନ୍ଦ ରାଓ ପ୍ରଶିକ୍ଷାର୍ଥୀ ମାନଙ୍କୁ ଉତ୍ସାହିତ କରିଥିଲେ l ସଂଯୋଜକ ଉତ୍ତମ ମହାକୁଡ଼ ଶିବିରକୁ ପରିଚାଳନା କରିଥିବା ବେଳେ ପ୍ରଶିକ୍ଷକ ଭାବେ ସମ୍ବଲପୁର ର ପତଙ୍ଗ ଅନୁଷ୍ଠାନର ସୂର୍ଯ୍ୟ ନାରାୟଣ ଦାଶ ଏବଂ ୱାଇ. ସି. ଡି. ଏ. ର ସମାଜସେବୀ ତୋଫାନ ପରିଡା ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ l ସ୍ବେଛାସେବୀ ସୁପ୍ରିୟା ଦେହୁରୀ, ମନୋଜ, ପ୍ରବୀଣା କର୍ଣ୍ଣ, ସୁଧୀର ଦୀପ, ବାମନ ବାରିକ ପରିଚାଳନା କରିଥିଲେ l ଜିଲ୍ଲାର ବିଭିନ୍ନ ସ୍ଥାନରୁ 50 ଜଣ ଯୁବକ ଯୁବତୀ ସ୍ବେଚ୍ଛlସେବୀ ଯୋଗଦାନ କରିଛନ୍ତି l ଆସନ୍ତା 28 ତାରିଖରେ ସମସ୍ତ ପ୍ରତିଭାଗୀଙ୍କୁ ମାନପତ୍ର ପ୍ରଦାନ ଜରାଯିବ


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026

You Might Also Like