-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ପୋଲିସ ତରଫରୁ ସ୍ବଛ୍ଛତା ସଚେତନତା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

28-Dec-2022



ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପୋଲିସ ପ୍ରଶାସନ ତରଫରୁ ସିନ୍ଧେକେଲା ସହରରେ ସ୍ବଛ୍ଛତା ସଚେତନତା କାର୍ଯ୍ୟକ୍ରମ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ସଂକ୍ରମଣ ରୁ ନିଜକୁ ସୁରକ୍ଷିତ ରଖିବା ପାଇଁ ପ୍ରଥମେ ଛାତ୍ରଛାତ୍ରୀଙ୍କୁ ହାତରେ ଗ୍ଲୋବ ଓ ମାସ୍କ ପରିଧାନ ଉପରେ ସଚେତନ କରିବାସହ ତାଙ୍କୁ ମାସ୍କ ଓ ଗ୍ଲୋବ ଦିଆଯାଇଥିଲା। ମଙ୍ଗଳବାର ସକାଳ ୧୧ ଟା ସମୟରେ ପଲ୍ଲିଶ୍ରୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ସିନ୍ଧେକେଲା ଥାନାରୁ ବାହାରି ମୁଖ୍ଯ ରାସ୍ତା ଦୁଇ ପାର୍ଶ୍ବରେ ଥିବା ମଇଲା ,ଆବର୍ଜନା କୁ ଝାଡୁ ମାରି ସଫା କରାଯାଇଥିଲା। ସିନ୍ଧେକେଲା ଆଇଆଇସି ବି ରୁଦ୍ରିଆ ଙ୍କ ତତ୍ତ୍ଵାବଧାନ ରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ , ଷ୍ଟାଫ ଯୋଗ ଦେଇଥିବା ବେଳେ ପୋଲିସ ଷ୍ଟାଫ ମଧ୍ଯ ସଫେଇ କାର୍ଯ୍ୟକ୍ରମ ରେ ଭାଗ ନେଇ ନିଜେ ରାସ୍ତା କଡରେ ଥିବା ମଇଲା ଉଠାଇ ଟ୍ରାକ୍ଟର ରେ ପକାଉଥିବା ଜନସାଧାରଣ ଙ୍କୁ ବେଶ ପ୍ରଭାବିତ କରିଥିବା ଦେଖା ଯାଇଥିଲା। ପରେ ବସଷ୍ଟାଣ୍ଡ ଛକ ନିକଟରେ ଲୋକଙ୍କୁ ସିନ୍ଧେକେଲା ଜେହେତୁ ଏକ ପଞ୍ଚାୟତ ମୁଖ୍ୟାଳୟ ଅଟେ ହେଲେ ପାରିପାର୍ଶ୍ବିକ ସ୍ଥିତି ଯୋଗୁଁ ଏହି ଗ୍ରାମର ମୁଖ୍ଯ ରାସ୍ତା ଦେଇ ହଜାର ହଜାର ଲୋକ ଯାତାୟାତ କରୁଛନ୍ତି ତେଣୁ ଘରୁ କିମ୍ବା ଦୋକାନ ମାନଙ୍କରୁ ବାହାରୁ ଥିବା ଅଳିଆ ଆବର୍ଜନା କୁ ମୁଖ୍ଯ ରାସ୍ତା ଉପରେ ନ ପକାଇ ଗୋଟିଏ ନିର୍ଦ୍ଦିଷ୍ଟ ସ୍ଥାନରେ ପକାଇ ସୁବିଧା ଦେଖି ଗାଁ ବାହାରକୁ ନେଇ ପକାଇ ରାସ୍ତା ତଥା

ଘର ପାଖକୁ ସଫାସୁତୁରା ରଖିବା ପାଇଁ ସଚେତନ କରାଯାଇଥିଲା। ଛାତ୍ରଛାତ୍ରୀ ମଧ୍ଯ ବେଶ ଖୁସିରେ କାର୍ଯ୍ୟକ୍ରମ ରେ ଭାଗ ନେଇଥିବା ଦେଖା ଯାଇଥିଲା। ଥାନା ପରିସରରେ ୫୦ ଟି ବିଭିନ୍ନ ପ୍ରକାର ବୃକ୍ଷ ରୋପଣ କରାଯାଇ ଥିଲା । ଅନ୍ୟମାନଙ୍କ ମଧ୍ଯରେ ଟାଉନ ହାବିଲଦାର ସୁରେନ୍ଦ୍ର ବେହେରା, ଗୃହରକ୍ଷୀ ଅନିଲ ସଡଙ୍ଗୀ ଙ୍କ ସହ ପୋଲିସ ଷ୍ଟାଫ ଓ କଲେଜ ଷ୍ଟାଫ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା