-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଭବାନୀ ପାଟଣା ଠାରେ ଅଙ୍ଗନୱାଡି କର୍ମୀ ମାନେ ଜିଲ୍ଲାପାଳ ଙ୍କୁ ଏକ ଦାବି ପତ୍ର ପ୍ରଦାନ l

28-Dec-2022



କଳାହାଣ୍ଡି (ତ୍ରିନାଥ ବେଶ୍ରl)
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ଜିଲ୍ଲା ରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନୱାଡି  କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା ର ସମସ୍ତ ଅଙ୍ଗନୱାଡି କର୍ମୀ ଓ ସହାୟୀକା ମାନେ  ଆଜି ଭବାନୀ ପାଟଣା ବାଲାଜୀ ମନ୍ଦିର ଠାରୁ ଜିଲ୍ଲାପାଳ କାର୍ଯ୍ୟାଳୟ ପର୍ଯ୍ୟନ୍ତ ରୋଡ ସୋ ରାଳି କରି ବିଭିନ୍ନ ନାରl ବାଜି କରି ସେ ଠାରେ ପହଞ୍ଚି ଜିଲ୍ଲାପାଳ ଙ୍କୁ ଭେଟି ଅଭିଭାବଙ୍କଠାରୁ ଆଣି ଥିବା ଦାବି ପତ୍ର କୁ ମୁକ୍ଷମନ୍ତ୍ରୀ ଙ୍କୁ ପ୍ରଦାନ କରିବା ପାଇଁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ଦେଇଥିଲେ lଆଜ କୁ ୩୭ ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି ଅଲ୍ ଓଡିଶା ଅଙ୍ଗନୱାଡି  ଲେଡିଜ୍ ୱର୍କର ଏସୋଷେସନ ସାଧାରଣ ସମ୍ପାଦକl ଶ୍ରୀମତୀ ଝୁନୁପମା ଶତପଥୀ ରାଜ୍ୟ ସଦସ୍ୟା ଶ୍ରୀମତୀ ଜସ୍ପିନ ନାୟକ ଓ କଳାହାଣ୍ଡି ଜିଲ୍ଲା ଅଙ୍ଗନୱାଡି କର୍ମୀ ଙ୍କ ସଭାନେତ୍ରୀ ଶ୍ରୀମତୀ ସଂଜୀବନୀ ପାଢ଼ୀ ସଂପାଦିକା ଶ୍ରୀମତୀ ପ୍ରେମଲତାସାମନ୍ତରାୟ  l

ପ୍ରକାଶ କରିଛନ୍ତି ଯେ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି ଓ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ । ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ ରାଜ୍ୟର  ପ୍ରତେକ ଅଙ୍ଗନୱାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନୱାଡ଼ି
ସେବା ରୁ ବଞ୍ଚିତ ହେଉ ଥିବା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ  ଦେଇଛନ୍ତି l କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରିବୁ ବୋଲି ପ୍ରତେକ ଅଙ୍ଗନୱାଡ଼ି
 କର୍ମୀ ମାନେ କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା