-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ଟାଇକୋଣ୍ଡରେ ଓଡ଼ିଶାକୁ ୮ ପଦକ

28-Dec-2022



କଟକ//କଲିକତାର ଖୁଦିରାମ ଅନୁଶୀଳନ କେନ୍ଦ୍ରଠାରେ ଚଳିତ ମାସ ୧୯ ତାରିଖରୁ ୨୧ ତାରିଖ ୩ଦିନ ଧରି ଅନୁଷ୍ଠିତ କୋରିୟାନ ଟାଇକୋଣ୍ଡ ମାଷ୍ଟର ଆସୋସିଏସନ ଅଫ ଇଣ୍ଡିଆ ଓ ଜିୟଙ୍ଗ ଟାଇକୋଣ୍ଡ ଏକାଡେମୀ ପକ୍ଷରୁ ଆୟୋଜିତ ୬ତମ ଆନ୍ତର୍ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଓଡ଼ିଶା ପ୍ରତିଯୋଗୀ ଭଲ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ଟାଇକୋଣ୍ଡ ଆସୋସିଏସନ ପକ୍ଷରୁ ପ୍ରତିନିଧିତ୍ଵ କରିଥିବା ପ୍ରତିଯୋଗୀ ମଧ୍ୟରୁ କିରୋଗୀ ବିଭାଗରେ ସାଇ ସ୍ୱରୂପ ସାହୁ,ମନରଞ୍ଜନ ବାରିକ, ସେକ ମୋଜାଇଲ, ସେକ ମହମ୍ମଦ ନାସିର ସ୍ଵର୍ଣ ପଦକ ପାଇଥିବା ବେଳେ ଓମ ସାଇ ,ଅଭିରୂପ ଗିରି ରୋପ୍ୟ ପଦକ ଓ ରଜତ କୁଅଁର ଓ ଆଶୁତୋଷ ବାରିକ ବ୍ରୋଞ୍ଚ ପଦକ ଅଧିକାର କରିଥିବାରୁ ରାଜ୍ୟ ସଙ୍ଘ ସମ୍ପାଦକ ଗ୍ରାଣ୍ଡ ମାଷ୍ଟର ଗୋପାଳ ଚନ୍ଦ୍ର ରାୟ ସମସ୍ତ ପ୍ରତିଯୋଗୀ ଏବଂ କୋଚ ପ୍ରଫୁଲ୍ଲ ମାସନ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

     


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା