-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||     

HOME   ଜିଲ୍ଲା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ କନ୍ଧମାଳ ଗସ୍ତ ରତ୍ନ ଭଣ୍ଡାର ଚାବି, ଆୟୁଷ୍ମାନ ଭାରତକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ

28-Dec-2022



ବାଲିଗୁଡ଼ା:(ସୁଶିଲ କୁମାର ପାଣିଗ୍ରାହୀ): ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦିନିକିଆ କନ୍ଧମାଳ ଗସ୍ତ କରି ଫେରିଛନ୍ତି । ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ତୁମୁଡ଼ିବନ୍ଧ ମିନିଷ୍ଟାଡିୟମରେ ଦିନ ୩ଟା ସମୟରେ ହେଲିକପ୍ଟର ଯୋଗେ ପହଁଚି ପ୍ରଥମେ ଏକ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେଇଥିଲେ । 
୨୦୨୪ରୁ ୨୦୪୭ ପର୍ଯ୍ୟନ୍ତ, ଆଗାମୀ ୨୦ରୁ ୨୫ବର୍ଷ ଭିତରେ

ଭାରତକୁ ମଜବୁତ କରିବାକୁ ପଡିବ । ନରେନ୍ଦ୍ର ମୋଦୀଙ୍କ ହାତ ମୁଠାକୁ ମଜବୁତ କରିବାକୁ ପଡ଼ିବ । ଜେ. ପି. ନଡ୍ଡା 2024 ଅଶ୍ୱମେଧ ଯଜ୍ଞ ପାଇଁ ତୁମୁଡିବନ୍ଧକୁ ବାଛିଛନ୍ତି । ବିଜେଡି ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀ କହିଲେ ଓଡିଶାର ସ୍ୱାଭିମାନ ପାଇଁ କାମ କରୁଛୁ । 
ହେଲେ ଆପଣଙ୍କ ଘରର ଝିଅ, ମୟୁରଭଞ୍ଜ ଆଦିବାସୀ ଅଞ୍ଚଳର ଝିଅ ଦିଲ୍ଲୀର ରାଷ୍ଟ୍ରପତି ଭବନରେ ବସିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଆଖିରେ କେହି ଅନ୍ଧ ପୁଟୁଳି ବାନ୍ଧିଲେ ଆଉ ସେ ଧୃତରାଷ୍ଟ୍ର ହେଲେ କିଛି କୁହାଯାଇ ପାରିବ ନାହିଁ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସେପଟେ ରତ୍ନ ଭଣ୍ଡାର ସୁରକ୍ଷା କାମ କାହିଁକି କରୁନାହାନ୍ତି ରାଜ୍ୟ ସରକାର । ଭଣ୍ଡାର ଚାବି କୁଆଡେ ଗଲା । ଅସଲି ଚାବି କୁଆଡେ ଗଲା ।  ନବୀନ ସରକାର କହିଥିଲେ ଓଡ଼ିଆ ବିଶ୍ୱ ବିଦ୍ୟାଳୟ ହେବ । ୫ ବର୍ଷ ବିତି ଗଲାଣି, ଓଡ଼ିଆ ବିଶ୍ୱ ବିଦ୍ୟାଳୟ କୁଆଡେ ଗଲା ? ନବୀନ ବାବୁଙ୍କ ପ୍ରତିଶୃତି କୁଆଡେ ଗଲା ? ନୟାଗଡ଼ ଚିନି କଳ ଖୋଲିବେ କହିଥିଲେ । କୁଆଡେ ଗଲା । ଆଖୁ ଚାଷୀ ତାଙ୍କ ପଇସା ପାଇନାହାନ୍ତି । ସରକାର ଶୋଇଛନ୍ତି । ସରକାର କିଏ ଚଳାଉଛି ଜଣାନାହିଁ । ମହିଳା ନିର୍ଯାତନା ଦୁଇ ଗୁଣ ହୋଇଯାଇଛି । ମହିଳା ଚାଲାଣ ବଢ଼ି ଚାଲିଛି । ଆଦିବାସୀ ସମ୍ପ୍ରଦାୟରେ ଓଡିଶାରେ ସବୁଠୁ ଅଧିକ ଉତ୍ପିଡନ ହେଉଛି । ପୋଲିସ ଉପରେ ମଧ୍ୟ ସବୁଠୁ ଅଧିକ ଆକ୍ରମଣ ହେଉଛି । ରକ୍ଷକ ନିଜ ସୁରକ୍ଷା କରି ପାରୁନାହିଁ । ଏଭଳି ସରକାର ରହିବା ଦରକାର କି ? ବୋଲି ପ୍ରଶ୍ନ କରିଛନ୍ତି ନଡ୍ଡା ।
ମୁଁ ପୁଣି ଆସିଲେ ଲୋକସଭା ଓ ବିଧାନସଭାରେ ପଦ୍ମ ଫୁଟିବା ଦରକାର । ଗାଁ ଗାଁ, ବସ୍ତି ବସ୍ତି ବାର୍ତ୍ତା ପହଁଚିବା ଦରକାର ବୋଲି କର୍ମୀଙ୍କୁ ଆହ୍ୱାନ କଲେ ନଡ୍ଡା । 
ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ ହୋଇପାରୁନାହିଁ । ନବୀନ ବାବୁ ଏବଂ ବିଜେଡ଼ି ଓଡିଶାର ୬୦ ଲକ୍ଷର ଜନସଂଖ୍ୟାଙ୍କ ଆଗରେ ବାଧକ ହୋଇ ଛିଡା ହୋଇଛନ୍ତି । ଏଭଳି ସରକାର ରହିବା ଉଚିତ କି ବୋଲି ପ୍ରଶ୍ନ କଲେ ନଡ୍ଡା । ସମସ୍ତେ ଜାଣି ରଖିବା ଦରକାର । ଆଗକୁ ନିର୍ବାଚନ ଆସିବ, ଆପଣଙ୍କ ଅଙ୍ଗୁଳି  ପଦ୍ମ ଫୁଲ ଚିହ୍ନରେ ଥିବ । ଆଉ ଆୟୁଷ୍ମାନ ଭାରତ ଯୋଜନା ଓଡିଶାରେ ଲାଗୁ ହେବ ବୋଲି କହିଛନ୍ତି ନଡ୍ଡା । ଏହାପରେ ଜଲେଶପଟ୍ଟା ସ୍ଥିତ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଆଶ୍ରମ ପରିଦର୍ଶନ କରିବାସହ ସଂସ୍କୃତ ଆଶ୍ରମର

ନବ ନିର୍ମିତ ଛାତ୍ରୀ ନିବାସର ଶୁଭ ଉଦ୍ଘାଟନ କରି ଫେରିଛନ୍ତି ନଡ୍ଡା ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ । ଏହି ଅବସରରେ ରାଜ୍ୟ ନେତୃବୃନ୍ଦଙ୍କ ସମେତ କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀର ୧୦ ହଜାରରୁ ଉର୍ଦ୍ଧ୍ବ ନେତା ଓ କର୍ମୀଙ୍କ ସମାଗମ ହୋଇଥିଲା । ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026

You Might Also Like