-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||     

HOME   ଜିଲ୍ଲା

ଆର୍ଯନ କ୍ରିକେଟ୍ କ୍ଳବ୍ ର ୧୭ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ

28-Dec-2022



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଭାନପୁର ଗାଁ ରେ ଚାଲିଥିବା ଆର୍ଯନ କ୍ରିକେଟ୍ କ୍ଳବ୍ ର ୧୭ ତମ ମ୍ୟାଚ ର ଆଜି ଫାଇନାଲ ଦିବସ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ ୨୪/୧୨/୨୨ ଦିନ ଠାରୁ ଆରମ୍ଭ ହୋଇ ଆଜି ଫାଇନାଲ ରେ ପହଞ୍ଚି ଥିବା ବେଳେ ଏଥିରେ ସର୍ବମୋଟ ୨୪ ଟି ଦଳ ଅଂଶଗ୍ରହଣ କରିଥିଲେ।୨୨

ଟି ଦଳକୁ ପରାଜିତ କରି ପଦ୍ମପୁର ବୁକାଝୁଲା ଓ ବଡ଼ ଉଡେନ ମଧ୍ୟରେ ଆଜି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବୁକାଝୁଲା ବ୍ୟାଟିଂ କରି ୮୪ ରନ୍ କରିଥିବା ବେଳେ ବଡ଼ ଉଡେନ ମାତ୍ର ୪୦ ରନ୍ କରିପାରିଥିଲେ। ଏବଂ ଏହି ମ୍ୟାଚ ରେ ବୁକାଝୁଲା ଟିମ୍ ବିଜୟ ଘୋଷଣା ହୋଇଥିଲେ। ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ବୁକାଝୁଲା ଟିମ୍ କୁ ପୁରସ୍କାର ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମ ରେ

ସମ୍ମାନିତ ଅତିଥି ଭାବେ ଖପ୍ରାଖୋଲ ବ୍ଳକ ଅଧ୍ୟକ୍ଷା ନିରୁପମା ପଟେଲ, ଜୋନ୍ ୩ ର ଜିଲ୍ଲା ପରିଷଦ ସଞ୍ଜୁକ୍ତା ମେହେର, ସମିତି ସଭ୍ୟା ଯଶୋବନ୍ତି ତାଣ୍ଡି,ମଣ୍ଡି ସଭାପତି ଫକିର ପ୍ରଧାନ, ବିଧାୟକ ଙ୍କ ପ୍ରତିନିଧି ରମେଶ ପ୍ରଧାନ, ଗୁଣନିଧି ବେହେରା, ବୃନ୍ଦାବନ ପୁଟେଲ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ପଦ୍ମନ ନିଆଲ କ୍ୟାପଟେନ ଥିବା ବେଳେ ହେମନ୍ତ ସାହୁ ସଭାପତି ଦାୟିତ୍ୱ ନିର୍ବାହ କରିଥିଲେ। କମିଟି ସଦସ୍ୟ ଅମିତ୍ ପଣ୍ଡା, ସଞ୍ଜୟ ଚିରାଗୁନ, ରାଜୁ ଚିରାଗୁନ, ଗୋପାଳ ନାଏକ, ତୋଫାନ ନିଆଲ,ପପୁ ନାଏକ, ହରିଶ ପାତ୍ର ଓ ମୁନା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026

You Might Also Like