-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||     

HOME   ଜିଲ୍ଲା

ଖଦ୍ୟୋତ ର ଷଷ୍ଠ ବାର୍ଷିକ ଉତ୍ସବ

29-Dec-2022



ବଲାଙ୍ଗିର,(ପ୍ରେରଣା ଖବର) ଖଦ୍ୟୋତ ର ଷଷ୍ଠ ବାର୍ଷିକ ଉତ୍ସବ ମଣ୍ଟେସୋରି ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ସଂପାଦକ ଆକୁଳ ବେହେରା ବାର୍ଷିକ ବିବରଣୀ ପାଠ କରିଥିଲେ । ବାର୍ଷିକ ଉତ୍ସବରେ ଅନୁଷ୍ଠିତ ଚିତ୍ରାଙ୍କନ, ବକ୍ତୃତା ସଙ୍ଗିତ, ଡେନ୍ସ ରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଉତ୍ସବରେ ମୁଖ୍ୟ ଅତିଥି ଡା. ପୂର୍ଣ୍ଣଚନ୍ଦ୍ର ସାହୁ, ସମ୍ମାନିତ  ଅତିଥି ଭାବେ ମଣ୍ଟେସୋରୀ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ରବିଚନ୍ଦ୍ର ଉଦ୍‌ଗାତା, ମୁଖ୍ୟ ବକ୍ତା କବି ଶୁଭ୍ରାଂଶୁ ଶେଖର ପଣ୍ଡା, ଉପ-ସଭାପତି ରବିଚନ୍ଦ୍ର ପଶାୟତ ପ୍ରମୁଖ ମଂଚାସୀନ ଥିଲେ । ଆନନ୍ଦ ବଡପଣ୍ଡା ସଭା ସଂଯୋଜନା କରିଥିଲେ ।

ବିଚାରକ ଭାବେ ଡା. ପ୍ରେମଚାନ୍ଦ ମହାନ୍ତି ବରିଷ୍ଠ ସଦସ୍ୟ ଦିବାକର ହୋତା ଉପସ୍ଥିତ ରହି କତୀ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଉପଲକ୍ଷେ ସଂଗଠକ ନାରାୟଣ ପାଢି ଓ ସାମ୍ବାଦିକ ରାଜୀବ ଷଡଙ୍ଗିକୁ ମାନପତ୍ର ଓ ଉପଢୈାକନ ଦେଇ ସମ୍ମାନିତ କରାଯାଇଥିଲା । ଚିତ୍ରାଙ୍କନ ପ୍ରତିଯୋଗିତାରେ ସ୍ମିତି ଉଦ୍‌ଗାତା ପ୍ରଥମ, ସିନିୟର ଆୟୁଷ କୁମାର ଠାକୁର, ଦିବ୍ୟାଙ୍ଗି କ୍ଷେତି, ଡେନ୍ସ ରେ ଆନନ୍ଦିତା ପଟ୍ଟନାୟକ, ଶ୍ରେୟାଂଶ ଯୋଷି, ଜୁନିୟର ନୈତିକ ନୟନ ଦାଶ, ଫେନ୍ସି ଡ୍ରେସରେ ସମର୍ପିତା  ପୁରସ୍କୃତ କରାଯାଇଥିଲା । ସଂଗୀତରେ ପୌଲମି ଯୋଷୀ ପ୍ରଥମ ହୋଇଥିଲେ । ଶେଷରେ ଦୁର୍ଯ୍ୟୋଧନ ପଶାୟତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026

You Might Also Like