-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଫେବୃଆରୀ ୧ରୁ ୪ ବିନିକା-ପାପକ୍ଷୟ ଲୋକ ମହୋତ୍ସବ

30-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)କରୋନା କଟକଣା ଯୋଗୁଁ ଦୀର୍ଘ ଦୁଇ ବର୍ଷ ଧରି ବନ୍ଦ ଥିବା ବିନିକା-ପାପକ୍ଷୟ ଲୋକ ମହୋତ୍ସବ କୁ ଚଳିତ ବର୍ଷ ବେଶ ଆଡମ୍ବରପୂର୍ଣ୍ଣ ଭାବରେ ପାଳନ କରିବା ନେଇ ଗୁରୁବାର ସଂଧ୍ୟାରେ ସ୍ଥାନୀୟ ଚନ୍ଦ୍ରମା ହୋଟେଲ ସଭାଗୃହ ଠାରେ ମହୋତ୍ସବ କମିଟି ସଭାପତି ଧର୍ମରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏଥିରେ  କମିଟି ସମ୍ପାଦକ ସମୀର ରଞ୍ଜନ ପଣ୍ଡା ଉପସ୍ଥିତ ସଦସ୍ୟ ମାନଙ୍କୁ ବିଗତ ବର୍ଷର ବିବରଣୀ ଉପସ୍ଥାପନା କରିଥିଲେ ।ପରେ କମିଟି ସଦସ୍ୟ ମହୋତ୍ସବ ସଫଳତା ଆୟୋଜନ ନେଇ ଉଷତ କର,ହିମାଂଶୁ ଭୁଷଣ ପଣ୍ଡା,ଧର୍ମେନ୍ଦ୍ର ଥନାପତି,କ୍ଷୀରସିନ୍ଦୁ ବିଭାର,ଭୀମସେନ ସାହୁ,ରାମ ଗୋପାଳ ବାଘ,ଶାନ୍ତନୁ ପଣ୍ଡା,ନବଜୀବନ ପଣ୍ଡା,ମାନସ ବେହେରା,ସନ୍ତୋଷ ମହାକୁର,ସୃଜନ ପଣ୍ଡା,ଶେଖର ଶର୍ମା,ସୁଜିତ ଶର୍ମା,ହିମାଂଶୁ ଶେଖର ପୁଟେଲ,ଆନନ୍ଦ ହୋତା,ଦଧିବାମନ ନାୟକ,ରବୀନ୍ଦ୍ର ପାତ୍ର,ମଦନ ହୋତା,ମଣ୍ଟୁ ବାବୁ,ବ୍ରଜେଶ ବଡ଼ପଣ୍ଡା ପ୍ରମୁଖ ଯୋଗଦେଇ ନିଜର ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।ବୈଠକରେ ଆସନ୍ତା ଫେବୃଆରୀ ୧ତାରିଖରୁ ୪ତାରିଖ ପର୍ଯ୍ୟନ୍ତ ପାପକ୍ଷୟ ଲୋକ ମହୋତ୍ସବ ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଗଲା ।ପରେ ମହୋତ୍ସବ ପରିଚାଳନା ଉଁ ନେଇ ବିଭିନ୍ନ ବିଭାଗରେ କାର୍ଯ୍ୟ ତୁଲାଇବା ନେଇ ସଦସ୍ୟ ମାନଙ୍କୁ ଦାୟିତ୍ଵ ଅର୍ପଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like