-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଭଏସ ଅଫ ସୁବର୍ଣ୍ଣପୁର 2022 ପ୍ରତିଯୋଗିତାରେ ୭୦ବର୍ଷିୟ ଗାୟକ ବାଜି ମାରିଲେ

30-Dec-2022



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ଭଏସଅଫ ସୁବର୍ଣ୍ଣପୁର କମିଟି ପକ୍ଷରୁ ସ୍ଥାନିୟ ପୁରୁଣା ଟାଉନ ହଲ ଠାରେ ପଶ୍ଚିମ ଓଡିଶାର ସୁନାମଧନ୍ୟ ଗାୟକ ସ୍ବର୍ଗତ ଫକିର ପଟ୍ଟନାୟକ ଙ୍କ ସ୍ମୃତିରେ ଭଏସ ଅଫ ସୁବର୍ଣ୍ଣପୁର  ସଙ୍ଗିତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଏହି ଅବସରରେ ପ୍ରାରମ୍ଭିକ ପର୍ଯ୍ୟାୟରେ  ଅନୁଷ୍ଠାନ ସଭାପତି ଶିବପ୍ରସାଦ ଗୁରୁ ଙ୍କ ସଭାପତିତ୍ବରେ ଓ କାର୍ଯ୍ୟକ୍ରମ ପରିଚାଳକ ମନୋଜକୁମାର ବାରିକ ଓ ମାନ ଭଞ୍ଜନ ମିଶ୍ର  କାର୍ଯ୍ୟକ୍ରମ  କୁ ପରିଚାଳନା କରିଥିଲେ ।  ଏଥିରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୁର୍ଯ୍ୟନାରାୟଣ ଦାସ ମୁଖ୍ୟଅତିଥିଭାବରେ ଯୋଗଦେଇ ଆଧୁନିକ ପିଢୀର ଯୁବ ସଙ୍ଗିତ କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ ା ଅନ୍ୟମାନଙ୍ଗ ମଧ୍ୟରେ  ପୌରାଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ , ନାଟ୍ୟଶ୍ରୀ ଗଦାଧର ବାରିକ, ବିଶିଷ୍ଟ ସମାଜସେବୀ ଶ୍ରୀ ବତ୍ସ ମଲ୍ଲିକ,ପ୍ରମୁଖ ଯୋଗଦେଇ ଏଇ ପ୍ରତିଭା ଚୟନ କାର୍ଯ୍ୟକ୍ରମକୁ ପ୍ରଶଂସା କରି ଥିଲେ ା ଏହି ପ୍ରତିଯୋଗିତାରେ ଜିଲ୍ଲାର ୫୪ ଜଣ ପ୍ରତିଯୋଗୀ ଭାଗନେଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ସେଥିମଧ୍ୟରୁ ୧୫ଜଣ ପ୍ରତିଯୋଗୀ ଙ୍କୁ ଚୟନ କରାଯାଇଥିଲା ା ପରେ ଚୁଡାନ୍ତ ପର୍ଯ୍ୟାୟରେ ୫ଜଣ କୃତି ପ୍ରତିଯୋଗି ଙ୍କୁ ଭଏସ ଅଫ ସୁବର୍ଣ୍ଣପୁର ଘୋଷଣା କରାଯାଇଥିବା ବେଳେ ପଶ୍ଚିମ ଓଡିଶାର ସୁନାମଧନ୍ୟ ବିଶିଷ୍ଟ ଗାୟକ ସ୍ବର୍ଗତ ବୃନ୍ଦାବନ ନାଏକ ଙ୍କ ସ୍ମୃତିରେ ପ୍ରଥମ ପୁରଷ୍କାର ସମ୍ମାନରେ ସୁବର୍ଣ୍ଣପୁର ଜଣେ ୭୦ ବର୍ଷିୟ ଅଭିଜ୍ଞ ଗାୟକ ହୃଷିକେଶ ସାହୁଙ୍କୁ ସମ୍ମାନୀତ କରାଯାଇଥିଲା,l ଯୁବପ୍ରତିଭା ଅଭିଳାଷ ମିଶ୍ର ଙ୍କୁ ବିଶିଷ୍ଟ ଷୋଳଭରନି ବାଦ୍ୟକାର ସ୍ବର୍ଗତ ପୁରନ୍ଦର ବାରିକଙ୍କ ସ୍ମୃତିରେ ଦ୍ବତୀୟ ପୁରଷ୍କାର ପ୍ରଦାନ କରାଯାଇଥିବା ବେଳେ  ଯୁବକଳାକାର ଅମିତ ଷଡଙ୍ଗି ଙ୍କୁ  ମଞ୍ଚ କଳାକାର ସ୍ବର୍ଗତ ଜଗତ ରାମ ବାରିକ ଙ୍କ ସ୍ମୃତି ରେ ତୃତିୟ ପୁରସ୍କାର ପ୍ରଦାନ କରାଯାଇଥିଲା l ସୁଶ୍ରୀ ଶ୍ରାବଣୀ ମିଶ୍ର ଚତୁର୍ଥ ଓ ଲଲିତ ଜାମୁଡାଲିଆଙ୍କୁ ପଞ୍ଚମ ପୁରଷ୍କାର ପ୍ରଦାନ  କରି ଭଏସ ଅଫସୁବର୍ଣ୍ଣପୁର  ବିଜେତା ଘୋଷଣା କରାଯାଇଥିଲା ା ଏଥିରେ ମହାଗୁରୁ ମୁଖ୍ୟ ବିଚାରକ ଭାବରେ ଓଲିଉଡର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ରମେଶ ମହାନନ୍ଦ ଙ୍କ ସହିତ ପ୍ରସିଦ୍ଧ ସମ୍ବଲପୁରୀ ଗାୟକ ନବୀନ କୁଅଁର , ଅନଙ୍ଗ ସାଇଦେଓ, ବେଦଶୃତି ମହାପାତ୍ର ପ୍ରମୁଖ ବିଚାରକ ମଣ୍ଡଳି ଯୋଗଦେଇ  ଥିବାବେଳେ ଶିଳ୍ପି କଳା ଅନୁଷ୍ଠାନ ସମ୍ବଲପୁରର କଳାକାର ମାନେ ବାଦ୍ୟଯନ୍ତ୍ର ରେ ବିଶେଷ ସହଯୋଗ ଜରିଥିଲେ  ଅନୁଷ୍ଠାନର ସମ୍ପାଦକ ସନ୍ତୋଷକୁମାର ପ୍ରଧାନ, ଉପସଭାପତି ସନ୍ତୋଷକୁମାର ମିଶ୍ତ, କାର୍ଯ୍ୟକ୍ରମ ସଂଯୋଜକ ଉମେଶ କୁମ୍ଭାର, ସହ ସମ୍ପାଦକ ଗଣପତିବାଘ, ପଞ୍ଚାନନ ନାଏକ, ସୌମ୍ୟକାନ୍ତ ମିଶ୍ର, ସୌମ୍ୟରଞ୍ଜନ ସେଠି, ପ୍ରିୟବ୍ରତ ନାଏକ, ଅବିନାଶ ବାରକ, ରଞ୍ଜନ ବାରକ, ବଳରାମ ପଟ୍ଟନାୟକ, ପ୍ରମୁଖ ବିଶେଷ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like