-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକସ୍ତରୀୟ ଯାଦବ ସମାବେଶ---- ତୃତୀୟଥର ପାଇଁ ଗରୁଡଧ୍ୱଜ ସଭାପତି ଓ ନରୋତ୍ତମ ସଂପାଦକ ମନୋନୀତ

30-Dec-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ତେରେସିଂହା ସ୍ଥିତ ବେଲପଡା ପାଟଖଣ୍ଡା ଯାତ୍ରା ପଡିଆ ଠାରେ କର୍ଲାମୁଣ୍ଡା ବ୍ଲକ ସ୍ତରୀୟ ଯାଦବ ସମାବେଶ ଓ ବ୍ଲକ ସ୍ତରୀୟ ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସଭାପତି ଗରୁଡଧ୍ୱଜ ଗହୀରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ କଳାହାଣ୍ଡି ଜିଲ୍ଲା ଯାଦବ ମହାସଭା ସଭାପତି ତଥା କେସିଙ୍ଗା ନଗରପାଳ ନୃପରାଜ ଯାଦବ ମୁଖ୍ୟଅତିଥି, ଉତ୍‌କଳ ଯାଦବ ମହାସଭା ସାଧାରଣ ସଂପାଦକ କୀର୍ତ୍ତନ ନାଏକ ମୁଖ୍ୟବକ୍ତା, ଜିଲ୍ଲା ସାଧାରଣ ସଂପାଦକ ସଞ୍ଜୟ ଧଙ୍ଗଡା ମାଝୀ, ଜିଲ୍ଲା ଉପସଭାପତି ଦୁଲ୍ଲଭ ମାହାର, ଜିଲ୍ଲାଯୁବ ଯାଦବ ସଭାପତି ଗୋବିନ୍ଦ ବନଛୋର, ପୂର୍ବତନ ବ୍ଲକ ସଭାପତି ଲୋକନାଥ ଗହୀର, ବ୍ଲକ ଯୁବଯାଦବ ସଭାପତି ତଥା ଗଜବାହାଲ ସରପଞ୍ଚ ଅରବିନ୍ଦ ଗହୀର, ବରିଷ୍ଠ ଯାଦବ ସଂଗଠକ ମୋହନ ଥାପା, ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଯାଦବ ସମାଜ ର ସାଂଗଠାନିକ ଅଭିବୃଦ୍ଧି, ଜନଗଣନା ଉପରେ ଆଲୋକପାତ କରିଥିଲେ ।

ରାଜ୍ୟସରକାର ପ୍ରକାଶ କରିଥିବା କନେଷ୍ଟବଳ ନିଯୁକ୍ତିରେ ଓବିସି ଙ୍କ ପ୍ରତି ସ୍ଥାନ ସଂରକ୍ଷଣ କରାଯାଇ ନଥିବାରୁ ସଭାରେ ତୀବ୍ର ନିନ୍ଦା କରାଯାଇଥିଲା । ନୀଳମଣି ଗହୀର ସଭାସଂଯୋଜନା କରିଥିବା ବେଳେ ବ୍ଲକ ସାଧାରଣ ସଂପାଦକ ନରୋତ୍ତମ ସେଲମା ବିବରଣୀ ପାଠ କରିଥିଲେ । ପ୍ରାରମ୍ଭରେ ପାଟଖଣ୍ଡା ଦେବୀ ଓ ଶ୍ରୀରାଧାକୃଷ୍ଣ ଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ତାପରେ କର୍ମକର୍ତ୍ତା ନିର୍ବାଚନ ହୋଇଥିଲା । ଏଥିରେ ଲଗାତାର ଭାବେ ତୃତୀୟ ଥର ପାଇଁ ଶିକ୍ଷାବିତ ଗରୁଡଧ୍ୱଜ ଗହୀର ଓ ବରିଷ୍ଠା ସାମ୍ବାଦିକ ନରୋତ୍ତମ ସେଲମା ସାଧାରଣ ସଂପାଦକ ଭାବେ ସର୍ବସମ୍ମତିକ୍ରମେ ମନୋନୀତ ହୋଇଥିଲେ । ଉପସଭାପତି ଭାବେ ମୂରଲୀ ପୋଢ ଓ ମାୟାଧର ଭୋଇ, ଯୁଗ୍ମସଂପାଦକ ଭାବେ ମକରଧ୍ୱଜ ବାଗ ଓ କୋଷାଧ୍ୟକ୍ଷ ଭାବେ ବିଦେଶୀ ଘିଭେଲା ମଧ୍ୟ ସର୍ବସମ୍ମତିରେ ମନୋନୀତ ହୋଇଥିଲେ । କାର୍ଯ୍ୟକାରୀ କମିଟି କୁ ନୃପମଣୀ ଗହୀର, ଭକ୍ତ କାଲସାଏ, ଫକୀର ଗହୀର, ଭଗତରାମ ଗହୀର, ରାଜୀବଲୋଚନ ଗହୀର, ବନମାଳି ବଗର୍ତ୍ତୀ, ପିତାମ୍ବର ବାଗ, ପ୍ରକାଶ କରୁଆଁ, ପ୍ରସନ୍ନ ହାତୀ, ତ୍ରିଲୋଚନ ବାଗ, ପବିତ୍ର ବାଗ, ବସନ୍ତ ବାଗ, ଚରଣ ବାଗ, ଚୁଡାମଣି ବାଗ, ଚୌଧୁରୀ ବାଗ, ରୁଦ୍ରପ୍ରସାଦ ଜାଲ, ଘନ ବଗର୍ତ୍ତୀ, କରୁଣା ଭୋଇ ପ୍ରମୁଖ ମନୋନୀତ ହୋଇଥିଲେ । ଏହି ସମାବେଶ ରେ ବ୍ଲକର ସମସ୍ତ ଅଞ୍ଚଳରୁ ପ୍ରାୟ ୨ଶହ ରୁ ଅଧିକ ଯାଦବ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ଗଜାନନ ଗହୀର, ତରୁଣ ଗହୀର, ବୃନ୍ଦାବନ ବାଗ, ଶିଶିର ଗହୀର, ପ୍ରଦୀପ ଗହୀର (ସୁରୁ), ରତ୍ନାକାର ଭୋଇ, ପୁଣ୍ଡାରୀକାକ୍ଷ ଗହୀର, ନୀଳମଣି ବାଗ ଙ୍କ ସମେତ ତେରେସିଂହା ଓ କୁନ୍ଦେଇପାଲି ଗ୍ରାମଯାଦବ କମିଟି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like