-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କନ୍ଧମାଳ ର ଓଡିଶୀ ନୃତ୍ୟଶିଳ୍ପୀ ମାନଙ୍କ ଦ୍ଵାରା ଦୂରଦର୍ଶନ ରେ ପ୍ରଥମ ଥର ନୃତ୍ୟ ପରିବେଷଣ

30-Dec-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାର ପାରମ୍ପରିକ ଲୋକକଳା ଦିନକୁ ଦିନ ଉନ୍ନତି ହେବା ସହ ସଂସ୍କୃତି ର ପ୍ରଚାର ପ୍ରସାର କରିବା ଦିଗରେ ଅନେକ ସାଂସ୍କୃତିକ ଅନୁଷ୍ଠାନ ନିଜର ପ୍ରଚେଷ୍ଠା ବଳରେ ଦେଶ ଓ ଦେଶ ବାହାରେ ସେମାନଙ୍କର କଳା ପରିବେଷଣ ଜାରି ରଖିପାରିଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲ୍ଲାର ଏକମାତ୍ର ଓଡିଶୀ ନୃତ୍ୟ ଅନୁଷ୍ଠାନ ନଟରାଜ କଳା ମନ୍ଦିର ର ନୃତ୍ୟ ଶିଳ୍ପୀ ମାନେ ଗୁରୁ ବିନୋଦ ଚନ୍ଦ୍ର ସାହୁଙ୍କ ନୃତ୍ୟ ନିର୍ଦ୍ଦେଶନା ରେ ଡିସେମ୍ବର ୨୯ତାରିଖରେ ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ବର ଠାରେ ଓଡିଶା ର ଶାସ୍ତ୍ରୀୟ ନୃତ୍ୟ, ଓଡ଼ିଶୀ ନୃତ୍ୟ ପରିବେଷଣ କରିଛନ୍ତି, ଯାହା ଆଗାମୀ ଜାନୁୟାରୀ ମାସରେ ଡିଡି ଓଡିଆ ରେ ଗୁରୁବାର ରାତି ୮ ଟା ରେ ପ୍ରସାରିତ ହେବ । ଏହା କନ୍ଧମାଳ ପାଇଁ ଏକ ଗର୍ବ ଓ ଗୌରବ ର କଥାବୋଲି କହିଲେ ଅତ୍ୟୁକ୍ତି ହେବନାହିଁ ଏବଂ ଓଡ଼ିଶୀ ନୃତ୍ୟରେ ସଫଳତାର ଆଉ ଏକ ପାହାଚ ଅତିକ୍ରମ କରିଛନ୍ତି ,ଏଥିପାଇଁ କନ୍ଧମାଳ ବାସୀ ଅନୁଷ୍ଠାନର ଶୀଳ୍ପି ଓ ଗୁରୁଙ୍କୁ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି । କନ୍ଧମାଳ ଜିଲ୍ଲାର କଳାର ବିକାଶ କ୍ଷେତ୍ରରେ ଯଦି ଜିଲ୍ଲାର କଳା ଓ ସଂସ୍କୃତି ବିଭାଗ ଦ୍ୱାରା ଉପଯୁକ୍ତ ଭାବେ ଆର୍ଥିକ ଓ ସହଯୋଗୀତା ଭାବ ରକ୍ଷା କରାଯାଇ ପାରନ୍ତା ତାହେଲେ ଓଡିଶୀ ନୃତ୍ୟ ସହିତ କନ୍ଧମାଳ ଜିଲ୍ଲାର ଲୋକ କଳା, ସଂସ୍କୃତି ର ପୁନଃରୁଦ୍ଧାର କରାଯିବା ସହିତ ଜିଲ୍ଲାର ବିଭିନ୍ନ ବର୍ଗର କଳାକାର, ନୃତ୍ୟ ଶିଳ୍ପୀ ମାନେ ନିଜର କଳା ର ଦକ୍ଷତା ବିକାଶ କରିବା କ୍ଷେତ୍ରରେ ସଫଳତା ହାସଲ କରିବା ସହିତ ଜୀବନ ଜୀବିକା ନିର୍ବାହ କ୍ଷେତ୍ରରେ ମଧ୍ୟ ସହାୟକ ହୋଇପାରନ୍ତା ବୋଲି କନ୍ଧମାଳ ଜିଲ୍ଲାର ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି ଓ ସ୍ୱତନ୍ତ୍ର ଭାବେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଦୃଷ୍ଟି  ଦିଅନ୍ତୁ ବୋଲି ସାଧାରଣ ରେ ଅନୁରୋଧ କରିବା ସହିତ ଜିଲ୍ଲାର ପ୍ରଥମ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଭାବେ ସର୍ବ ପ୍ରଥମେ ଦୂରଦର୍ଶନ ରେ ନୃତ୍ୟ ପରିବେଷଣ କରିଥିବା ସମସ୍ତ ନୃତ୍ୟ ଶିଳ୍ପୀ ମାନଙ୍କୁ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସମ୍ମାନିତ କରାଯାଉ ବୋଲି ସାଧାରଣ ରେ ଦାବି ହେଉଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା