-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜ୍ୟ

କଳା ସମର୍ପଣ ସମ୍ମାନ ରେ ସମ୍ମାନିତ ହେଲେ ଜ୍ୟୋତିରେଖା

31-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ଭୁବନେଶ୍ଵରର ଉତ୍କଳ ରଙ୍ଗମଞ୍ଚ ଠାରେ ତ୍ରିଭଙ୍ଗ କଳା ନିକେତନର ଅଖିଳ ଭାରତୀୟ ନୃତ୍ୟ, ସଙ୍ଗୀତ ଓ ଚିତ୍ରାଙ୍କନ ଉତ୍ସବରେ କଳା ସମର୍ପଣ ସମ୍ମାନରେ ସମ୍ମାନିତ ହୋଇଛନ୍ତି ବଲାଙ୍ଗୀରର ତେଲିଗୋଠ ପଡାର ଜ୍ୟୋତିରେଖା ତ୍ରିପାଠୀ (ପିଙ୍କି)। ତାଙ୍କ ମାଁ ସୁଭାସିନୀ ଓ ବାପା ପୂର୍ଣ୍ଣଚନ୍ଦ୍ରଙ୍କ ପ୍ରେରଣା ଓ ଉତ୍ସାହ ଯଥେଷ୍ଟ ଅବଦାନ ରହିଥିବା କହନ୍ତି ଜ୍ୟୋତିରେଖା । ପିଲାଟି ଦିନରୁ ନୃତ୍ୟ ପ୍ରତି ଆକର୍ଷିତ ହୋଇ ପ୍ରଥମେ ରାଧାରାଣୀ ସାଂସ୍କୃତିକ ଅନୁଷ୍ଠାନରୁ ନୃତ୍ୟ ଶିକ୍ଷା ଆରମ୍ଭ କରିଥିଲେ। ପରେ ପରେ 'ପଞ୍ଚମ' ଓ 'ସ୍ୱରଝାଙ୍କର' ବଲାଙ୍ଗୀର ତଥା ଗୁରୁ ଶ୍ରୀ ସର୍ବେଶ୍ଵର ସାହୁଙ୍କ ତତ୍ତ୍ଵାବଧାନରେ ଓଡ଼ିଶୀ ନୃତ୍ୟ ଶିକ୍ଷା କରି  'ସଙ୍ଗୀତ ନାଟକ ଏକାଡେ଼ମୀ' ଭୁବନେଶ୍ୱର ରୁ ନୃତ୍ୟ ଶାସ୍ତ୍ରୀ ଓ ଚଣ୍ଡିଗଡ ପ୍ରାଚୀନ

କଳାକେନ୍ଦ୍ରରୁ ନୃତ୍ୟ 'ବିଷାରଦ' ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ବଲାଙ୍ଗୀର ଜିଲ୍ଲାର ପ୍ରଥମ ଓଡିଶୀ ନୃତ୍ୟଶିଳ୍ପୀ ଭାବେ ସେ ୨୦୧୨ ମସିହାରେ ପ୍ରଦର୍ଶନ କଳା (ଓଡ଼ିଶୀ ନୃତ୍ୟ) ରେ ସ୍ନାକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରେ ଭୁବନେଶ୍ୱରରୁ ଏମ୍ ଫିଲ୍ ଡିଗ୍ରୀ (ଓଡ଼ିଶୀ) ଲାଭ କରିଛନ୍ତି l ସେ ଓଡ଼ିଶାର ବିଭିନ୍ନ ଲୋକ ମହୋତ୍ସବ, ବରଗଡ଼ ଧନୁଯାତ୍ରା, କଟକ ବାଲିଯାତ୍ରା ଓ ରାବଣ ପୋଡିରେ ଅଂଶ ଗ୍ରହଣ କରି ଉଚ୍ଚପ୍ରଶଂସିତ ହୋଇ ପ୍ରମାଣପତ୍ର ପାଇଛନ୍ତି । ଏହା ସହିତ ୨୦୦୯, ୨୦୧୦, ୨୦୧୧ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଓ ୨୦୧୦ ମସିହାରେ ଜାତୀୟ ଯୁବ ମହୋତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ପାଇଛନ୍ତି। ଭୁବେଶ୍ବର ଓ ଭବାନୀପାଟଣା ଦୂରଦର୍ଶନ କେନ୍ଦ୍ର କାର୍ଯକ୍ରମରେ ମଧ୍ୟ ଅଂଶଗ୍ରହଣ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ନୃତ୍ୟ ପରିବେଷଣରେ 'ଅକ୍ଷର' ଅନୁଷ୍ଠାନ ତରଫରୁ √ ଅଶୋକ ରଥ କଳିକା ସମ୍ମାନ ଓ ଭୁବନେଶ୍ବର ସ୍କାର୍ଟ ତରଫରୁ ମଧ୍ୟ ୨୦୦୮ ରେ ସମ୍ମାନିତ ହୋଇଛନ୍ତି। ୨୦୨୨ ଅକ୍ଟୋବରରେ ସେ ଭୁବନେଶ୍ୱରର 'ନିର୍ଝରା' ଅନୁଷ୍ଠାନ ତରଫରୁ ଓଡ଼ିଶୀ ନୃତ୍ୟ ପରିବେଷଣ କରି ନୃତ୍ୟମଣି ସମ୍ମାନ ପାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like