-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ବିଜେଡି ରୋ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ।

31-Dec-2022



ନବରଙ୍ଗପୁର(  ମିହୀର ଶଙ୍କର ପତ୍ର)
ଡାବୁଗାଁ କଲ୍ୟାଣି ମଣ୍ଡପ ଠାରେ ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ବିଜେଡି ରୋ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।ଆଜି ଡାବୁଗାଁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ମିଶ୍ରଙ୍କ ଅଧକ୍ଷତାରେ  ବିଜେଡିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେଲା। ଏଥିରେ ମୁଖ୍ୟ ଅତିଥି ଭାବରେ ନବରଙ୍ଗପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ଶ୍ରୀ ଈଶ୍ୱର ପାଣିଗ୍ରାହୀ ଙ୍କ ଉପସ୍ଥିତିରେ  ବିଜେଡି ଦଳକୁ ଆହୁରି ଅଧିକ ସୁଦୃଡ଼ କରିବା ପାଇଁ ଆଲଚନା ହେଇଥିଲା ।ଆଜି ଏହି ବୈଠକରେ ନବରଙ୍ଗପୁର ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ,ଡାବୁଗାଁ ବିଧାୟକ ଶ୍ରୀ ମତିରାମ ନାୟକ, ଜିଲ୍ଲା ପରିଷଦ ଅଧକ୍ଷ ଶ୍ରୀ ମତିରାମ ନାୟକ, ଯାଜପୁର ଅଂଚଳର ପ୍ରକାଶ ମାଝୀ,ଦେବାଶିଷ ପାତ୍ର, ୫ଟି ଜିଲ୍ଲାର ଛାତ୍ର  ପର୍ୟବେକ୍ଷକ  ହରିଶଙ୍କର ରାଉତ,ଜିଲ୍ଲା ସଂଯଜକ ପ୍ରମାଦ ପାଢ଼ୀ,ଡାବୁଗାଁ ବ୍ଲକ ଅଧକ୍ଷା ବିଣା ମାଝୀ, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୟୀ,ଧନସିଂ ଭତ୍ରା,ଯସବନ୍ତ ନାୟକ,ଜିଲ୍ଲାର ବାରିଷ୍ଟ ନେତା ବଦ୍ରି ନାରାୟଣ ସିଂ, କୈଳାସ ବିଶୟୀ, ସାଂସଦ ପ୍ରତିନିଧି  ଆପା ରାଓ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ,,ଜିଲ୍ଲା ଯୁବ ବିଜେଡି ସଭାପତି ସୁଧାଂଶୁ ଦାସ,ଟି ଜଗନୁ ବାବୁ,ବବଲୁ ତ୍ରିପାଠୀ,ବ୍ଲକ ଉପାଧକ୍ଷ ସଦାନନ୍ଦ ନାୟକ,ପରେସ ଜେନା,ଲିଙ୍ଗରାଜ ଭତ୍ରା ସମେତ  ଶତାଧିକ ବିଜେଡି କର୍ମୀ ଆଜି ଏହି ବୈଠକରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026

You Might Also Like

                   
  ଜିଲ୍ଲା  

ଗଣିତ ଗବେଷଣା