-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ସାଲେପୁରକୁ ଏନଏସି ମାନ୍ୟତା ନେଇ କୋର୍ଟ ରେ ମାମଲା 

03-Jan-2023



କଟକ : କଟକ ଜିଲ୍ଲା ସାଲେପୁର ଅଞ୍ଚଳକୁ ଏନ୍ ଏ ସି ମାନ୍ୟତା ଘୋଷଣା କରା ଯିବାନେଇ ହାଇକୋର୍ଟରେ ମାମଲା ରୂଜୁ ହେଵାପରେ ଏ ସମ୍ପର୍କରେ ଜିଲ୍ଲାପାଳଙ୍କୁ ସବିଶେଷ ଘଟଣା ସମ୍ବଳିତ ରିପୋର୍ଟ ପ୍ରଦାନ କରିବା ପାଇଁ  ତଲବ କରିଛନ୍ତି ସରକାର। ଏ ସମ୍ପର୍କରେ ଗତକାଲି ମଧ୍ୟାହ୍ନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀ ରେ ସାଲେପୁର ସହରାଞ୍ଚଳ ବିକାଶ ପରିସଦର ଅଧ୍ୟକ୍ଷ ନନ୍ଦକିଶୋର ଭୂୟାଁ ପ୍ରକାଶ କରିଛନ୍ତି। ସାଲେପୁର ଅଞ୍ଚଳକୁ ଏନଏସି ମାନ୍ୟତା ପ୍ରଦାନ କରିବା ପାଇଁ ଦୀର୍ଘ ବର୍ଷ ଧରି ସରକାରଙ୍କ ଠାରେ ଦାବି ଉପସ୍ଥାପନ କରାଯିବା ସହ  ବିଭିନ୍ନ ସମୟରେ ଅଞ୍ଚଳବାସୀଙ୍କ ପକ୍ଷରୁ ଆନ୍ଦୋଳନ ମଧ୍ୟ ହୋଇ ଆସୁଥିଲା। ସେଥିରୁ କୈଣସି ସୁଫଳ ନମିଳିବାରୁ ଶେଷରେ ବିକାଶ ପରିଷଦର ସଭାପତି ନନ୍ଦ କିଶୋର ଭୂୟାଁ  ସାଲେପୁରକୁ ଏନଏସି ମାନ୍ୟତା ପ୍ରଦାନ କରାଯିବା ପାଇଁ ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ।କୋର୍ଟ ଏନେଇ ସରକାରଙ୍କୁ ନୋଟିସ ମଧ୍ୟ କରିଛନ୍ତି। ସରକାରଙ୍କ ପକ୍ଷରୁ କୋର୍ଟରେ ଏକ ସତ୍ୟପାଠ ଦାଖଲ କରାଯିବା ସହ ଜିଲ୍ଲାପାଳଙ୍କୁ ସାଲେପୁରକୂ ଏନଏସି ଘୋଷଣା ସମ୍ପର୍କ ରେ ସବିଶେଷ  ଘଟଣା ସମ୍ବଳିତ ରିପୋର୍ଟ ତଲବ କରିଛନ୍ତି ସରକାର।ଏହାର ପରବର୍ତ୍ତୀ ଶୁଣାଣି ଚଳିତ ମାସ ୨୪ ତାରିଖରେ ହେବ ବୋଲି ସୂଚନା ଦେଇଛନ୍ତି ନନ୍ଦ କିଶୋର ଭୂୟାଁ ।

(କଟକରୁ ନାରାୟଣ ଭୂୟାଁଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like