-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଭୀମଭୋଇ ମେଡିକାଲ କଲେଜରେ ବେଡମିଣ୍ଟନ କୋର୍ଟ ଓ ବାସ୍କେଟବଲ କୋର୍ଟ ହେଲା ଉଦ୍‌ଘାଟନ, ଡାକ୍ତରୀ ଛାତ୍ରଙ୍କ ପାଇଁ ସମସ୍ତ ପ୍ରକାର ଖେଳ ଭିତ୍ତିଭୂମି ଉପଲବ୍ଧ କରାଯିବ: ନରସିଂହ

03-Jan-2023



ବଲାଙ୍ଗିର- ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ପରିସରରେ ଛାତ୍ରଛାତ୍ରୀଙ୍କ ଖେଳିବା ପାଇଁ ଏକ ବାସ୍କେଟ ବଲ କୋର୍ଟ ଏବଂ ବ୍ୟାଡମିଣ୍ଟନ କୋର୍ଟ ର ଶୁଭ ଉଦ୍‌ଘାଟନ  ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ ଉଦ୍‌ଘାଟିତ ହୋଇଥିବା ଏହି ବ୍ୟାଟମିଣ୍ଟନ କୋର୍ଟ ଏବଂ ବାସ୍କେଟବଲ କୋର୍ଟ ପାଇଁ ଛାତ୍ରଛାତ୍ରୀ ଓ କଲେଜ କର୍ତ୍ତୃପକ୍ଷଙ୍କ ଅନୁରୋଧ କ୍ରମେ ଗତ ବର୍ଷ ବିଧାୟକ ଶ୍ରୀ ମିଶ୍ର ନିଜ ବିଧାୟକ ପାଣ୍ଠିରୁ ଦରକାର ହେଉଥିବା ଅନୁଦାନ ରାଶି ପ୍ରଦତ୍ତ କରିଥିଲେ । ଛାତ୍ରୀ ନିବାସରେ ଦୁଇଟି ବ୍ୟାଡମିଣ୍ଟନ କୋର୍ଟ, ଛାତ୍ରଙ୍କ ପାଇଁ ଦୁଇଟି ଅଲଗା ବ୍ୟାଡମିଣ୍ଟନ କୋର୍ଟ ସହ ଉଭୟ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଉନ୍ନତ ମାନର ବାସ୍କେଟ ବଲ କୋର୍ଟ ପ୍ରଦତ୍ତ ରାଶିରେ ପୁର୍ତ୍ତ ବିଭାଗ ଦ୍ୱାରା ନିର୍ମାଣ କରାଯାଇଅଛି ।  ଏ ଉପଲକ୍ଷେ ଉପସ୍ଥିତ ଜିଲ୍ଲାପାଳ ଶ୍ରୀ ରାଣା ମେଡିକାଲ କଲେଜ ପରିସରରେ କ୍ରୀଡା ଭିତ୍ତିଭୂମି ପାଇଁ 

 ବିଧାୟକ ଶ୍ରୀ ମିଶ୍ର ବିଧାୟକ ପାଣ୍ଠି ପ୍ରଦାନ କରିଥିବାରୁ ଧନ୍ୟବାଦ ଜଣାଇଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ପୂର୍ବରୁ ଏ ଖେଳ ପଡିଆରେ ଆଲୋକୀକରଣ ପାଇଁ ଏବଂ ଉଭୟ ଛାତ୍ରୀ ଓ ଛାତ୍ରଙ୍କ ନିମନ୍ତେ ଜିମ୍‌ନାସିୟମ ପାଇଁ ମଧ୍ୟ ବିଧାୟକ ଶ୍ରୀ ମିଶ୍ର ପାଣ୍ଠି ପ୍ରଦାନ କରିଥିଲେ । ଏ ଉପଲକ୍ଷେ ବିଧାୟକ ଶ୍ରୀ ମିଶ୍ର କହିଥିଲେ ଏହି ମେଡିକାଲ କଲେଜ ସହ ତାଙ୍କର ଏକ ଭାବଗତ ସମ୍ପର୍କ ଅଛି ତେଣୁ ଏଠାରେ କେବଳ କ୍ରୀଡା ନୁହେଁ ଚିକିତ୍ସା ଓ ପାଠପଢାରେ ମଧ୍ୟ ଦରକାର ହେଉଥିବା ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ସେ ପ୍ରତିଶୃତିବଦ୍ଧ । ଉଚ୍ଚ ଶିକ୍ଷା ଅନୁଷ୍ଠାନ ପାଇଁ ଯେତେବେଳେ ବି ପାଣ୍ଠି ଦରକାର ପଡିଛି ସେ ଅନାୟସରେ ବିଧାୟକ ପାଣ୍ଠିରୁ ଅନୁଦାନ ପ୍ରଦାନ କରିଛନ୍ତି ବୋଲି 

 ସେ କହିଥିଲେ । ଆଲୋଚନା ସମୟରେ ନିର୍ମାଣଧିନ ୬୫ ଶଯ୍ୟା ବିଶିଷ୍ଟ ହସପିଟାଲ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ତାର ନିର୍ମାଣ ଯେମିତି ନିର୍ଦ୍ଧାରିତ ସମୟ ମଧ୍ୟରେ ସରିବ ସେ ଉପରେ ଜିଲ୍ଲାପାଳ ଧ୍ୟାନ ଦିଅନ୍ତୁ ବୋଲି ସେ ଅନୁରୋଧ କରିଥିଲେ । କଲେଜ ର ପାଠପଢା ତଥା ଅନ୍ୟାନ୍ୟ କର୍ମଚାରୀ ସମସ୍ୟାକୁ ନେଇ ଉପସ୍ଥିତ ଡିନ୍ ସବିତା ମହାପାତ୍ର ଏବଂ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ମଧ୍ୟ ଆଲୋଚନା ହୋଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଭାଇସ ପ୍ରିନ୍ସିପାଲ ଡା. ଜ୍ୟୋତିଷ ଚନ୍ଦ୍ର ଚୈାଧୁରୀ, ୟୁନିୟନ ଏଡଭାଇଜର ଡା. ଶ୍ରୀକାନ୍ତ ପଣ୍ଡା, ଛାତ୍ର ସଭାପତି ବିଶାଳ କୁମାର ପଣ୍ଡା, ସଂପାଦକ ଅଭିଷେକ ପାଣି, ଉପ-ସଭାପତି ସ୍ୱାଗତ ରଂଜନ ପୁରୋହିତ, ସହ-ସଂପାଦକ ଶିବମ ଅଗ୍ରୱାଲ, ଖେଳ ସଂପାଦକ କେଦାର ନାଏକ, ସହ-ସଂପାଦକ ଗୋବିନ୍ଦ ଚନ୍ଦ୍ର ମରାଣ୍ଡିଙ୍କ ସମେତ ଛାତ୍ରୀ ନିବାସରେ ଛାତ୍ର ଛାତ୍ରୀଙ୍କ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like