-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ଅପରାଧ

ପୋଲିସ୍ ଏବଂ ଜୁଆଡିଙ୍କ ଅଡିଓ କଲ ଭାଇରାଲ ଘଟଣା: ଏସ୍‌ପିଙ୍କ ନିର୍ଦ୍ଦେଶ ପରେ କନଷ୍ଟେବଳ ନିଲମ୍ବିତ

04-Dec-2020



କେନ୍ଦୁଝର, (ପ୍ରେରଣା ଖବର) : ଘଟଗାଁ ପୋଲିସ୍ ଏବଂ ଜୁଆଡିଙ୍କ ଅଡିଓ କଲ ଭାଇରାଲ ଘଟଣାରେ କନେଷ୍ଟବଳ ନିଲମ୍ବିତ। ଜୁଆ ଆଡ୍ଡା ଖେଳ ପାଇଁ ଅନୁମତି ଦେବାକୁ ମାସିକ ବଟି ଆଦାୟ କରୁଥିଲେ କନଷ୍ଟେବଳ। ଅଡିଓ କଲ ଭାଇରାଲ ପରେ ସଂପୃକ୍ତ ପୋଲିସ୍‌ ବିରୋଧରେ କେନ୍ଦୁଝର ଏସ୍‌ପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।ସୂଚନାଥାଉକି ହରିଚନ୍ଦନପୁର ଥାନା ଅଞ୍ଚଳରେ ଜୁଆଖେଳ ହେଉଥିବା ଏବଂ ପୁଲିସ ଜୁଆଡିଙ୍କ ନିବିଡ ସମ୍ପର୍କର ବାର୍ତ୍ତାଳାପ ଅଡିଓ ଭାଇରାଲ ଘଟଣାରେ ଗୁରୁବାର ଏସ୍‌ପି ମିତ୍ରଭାନୁ ମହାପାତ୍ର ସମ୍ପୃକ୍ତ ଥାନାର ଅଧିକାରୀଙ୍କୁ କଡା ଭର୍ସନା କରାଯାଇଥିଲା। ନମୋସେନା ପକ୍ଷରୁ ଏଥିନେଇ ଅଭିଯୋଗ ହେବା ପରେ ଏସ୍‌ପି ଘଟଣାକୁ ବେଶ୍‌ ଗମ୍ଭୀରତାର ସହିତ ନେଇ ଏହାର ତଦନ୍ତ କରିବାକୁ ପୁଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଚର୍ଚ୍ଚାର ବିଷୟ ହୋଇଥିଲା। ଉକ୍ତ ଭାଇରାଲ ଅଡିଓରେ ପୁଲିସ କର୍ମଚାରୀ ଜଡିତ ରହିଥିଲେ, ତଦନ୍ତ ପରେ ସଂପୃକ୍ତ କନଷ୍ଟେବଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like