-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ୟକ୍ଷମ ମହିଳା ଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||      କାମରେ ଆସୁନି ୩୮ କୋଟି ର ମେଗା ପାନୀୟଜଳ ପ୍ରୋଜେକ୍ଟ   ପିଇବା ପାଣି ପାଇଁ ୨୫ ଖଣ୍ଡ ଗାଁ ର ଲୋକେ ହନ୍ତସନ୍ତ    (24-Apr-2024)       ||      ଚିଲିକା ନିର୍ବାଚନ ମଣ୍ଡଳୀରେ ଵି ଜେ ଡି ର ଶୋଭାଯାତ୍ରା   (24-Apr-2024)       ||      ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ କରିବେ ସମାବେଶ ।   (24-Apr-2024)       ||      ତରଭା ଏନ ଏ ସି କୁ ମୁନସିପାଲଟିକରିବା ମୋର ନିର୍ବାଚନୀ ପ୍ରତିଶୃତି : ନିରଞ୍ଜନ ପୂଜାରୀ    (24-Apr-2024)       ||      ଦ୍ବିତୀୟ ପର୍ଯ୍ୟାୟ ବୃତ୍ତିଗତ ବିକାଶ ତାଲିମ ଶିବିର ଅନୁଷ୍ଠିତ,୧୦୦ରୁ ଉର୍ଦ୍ଧ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ଅଂଶ ଗ୍ରହଣ   (24-Apr-2024)       ||      ରୁଷୁଡା ଓ ଚିଞ୍ଜେଡ ଗ୍ରାମପଞ୍ଚାୟତରେ ବିଜେଡିର ଜୋରଦାର ପ୍ରଚାର, ମିଶ୍ରଣ ପର୍ବ ଅନୁଷ୍ଠିତ   (24-Apr-2024)       ||     

HOME   ରାଜ୍ୟ

ଲେଖକ ବଟକୃଷ୍ଣ ପଣ୍ଡାଙ୍କ ରଚିତ ଆଧ୍ୟାତ୍ମିକ କବିତା ସଂକଳନ ନିର୍ମାଲ୍ୟ କଣିକା ଉନ୍ମୋଚିତ

05-Jan-2023



ଭୁବନେଶ୍ୱର-- ନୀଳାଦ୍ରି ବିହାର ଠାରେ ପ୍ରତିବର୍ଷ ଭଳି ଶ୍ରୀମଦ୍ ଭାଗବତ ପାରାୟଣ କମିଟି ଦ୍ଵାରା ସ୍ଥାନୀୟ ଦୂର୍ଗାପୂଜା ମଣ୍ଡପ ଠାରେ ଏକାଦଶ ବର୍ଷର ପ୍ରବଚନ କାର୍ଯ୍ୟକ୍ରମ ଅବସରରେ କବି, ଲେଖକ, ସଂଗଠକ ତଥା ସମାଜସେବୀ ବଟକୃଷ୍ଣ ପଣ୍ଡାଙ୍କ ଦ୍ଵାରା ରଚିତ ଆଧ୍ୟାତ୍ମିକ ଭରା କବିତା ସଂକଳନ ନିର୍ମାଲ୍ୟ କଣିକାର ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ପ୍ରବଚକ ଅଧ୍ୟାପକ ସନ୍ତୋଷ କୁମାର ସାହୁ, 14ନମ୍ବର ୱାର୍ଡର କର୍ପୋରେଟର ଶ୍ରୀମତୀ ମୋନାଲିସା ସାହୁ, ବରିଷ୍ଠ ଆଇନଜୀବୀ ମନମୋହନ ପଟ୍ଟନାୟକ, ନିଳାଦ୍ରୀ ବିହାର ଯୁବ ଓ ସାଂସ୍କୃତିକ ସଂଘର ସଭାପତି, ସମାଜ ସେବୀ, ଶିକ୍ଷାବିତ ତଥା ପୁସ୍ତକର ପ୍ରକାଶକ ଡ. ପ୍ରକାଶ ଚନ୍ଦ୍ର ପାଣିଗାହୀ , କମିଟିର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାୟକ, ସଭାପତି ସୁକେଶ କୁମାର ମାହାନ୍ତି (ଲିଟୁଭାଇ), ସମ୍ପାଦକ ସୁରେଶ କୁମାର ଦାଶ, ଉପଦେଷ୍ଟା ପ୍ରମୋଦ କୁମାର ପରିଡା ପ୍ରମୁଖ ଅତିଥି ରୂପେ ଯୋଗ ଦେଇ ଅଗଣିତ ଶ୍ରୋତା, ଶୁଭେଚ୍ଛୁ ମାନଙ୍କ ଗହଣରେ ପୁସ୍ତକଟିକୁ ଉନ୍ମୋଚନ କରି ଲେଖକଙ୍କ ଏହି ପ୍ରୟାସକୁ ପ୍ରଶଂସା କରିଥିଲେ। ଉନ୍ମୋଚନ ଅବସରରେ ଲେଖକ ଆଧ୍ୟାତ୍ମିକ ଜଗତର ମହାକୁମ୍ଭ ମହାମିଳନ ମଞ୍ଚରେ ଏହି ପବିତ୍ର ପୁସ୍ତକ ଉନ୍ମୋଚିତ ହୋଇଥିବାରୁ ସମସ୍ତଙ୍କ ଧନ୍ୟବାଦ ଦେବା ସହ ମୁଁ ସଦା ଚିର ଋଣୀ ହୋଇ ରହିବି ବୋଲି ମତବ୍ୟକ୍ତ କରିବା ସହ ଆଗକୁ ଆହୁରି ଏହିପରି ସଂକଳନ ପ୍ରକାଶ କରାଯିବ ବୋଲି ମତବ୍ୟକ୍ତ କରିଥିଲେ। ଲେଖକଙ୍କ ଏହି ସାଧୁ ଉଦ୍ୟମକୁ ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।  

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ୟକ୍ଷମ ମହିଳା ଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024
  ଜିଲ୍ଲା  
ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ   24-Apr-2024
  ଜିଲ୍ଲା  
ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     24-Apr-2024
  ଜିଲ୍ଲା  
୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    24-Apr-2024
  ଜିଲ୍ଲା  
ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   24-Apr-2024
  ଜିଲ୍ଲା  
ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   24-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   24-Apr-2024

You Might Also Like