-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||      କାମରେ ଆସୁନି ୩୮ କୋଟି ର ମେଗା ପାନୀୟଜଳ ପ୍ରୋଜେକ୍ଟ   ପିଇବା ପାଣି ପାଇଁ ୨୫ ଖଣ୍ଡ ଗାଁ ର ଲୋକେ ହନ୍ତସନ୍ତ    (24-Apr-2024)       ||      ଚିଲିକା ନିର୍ବାଚନ ମଣ୍ଡଳୀରେ ଵି ଜେ ଡି ର ଶୋଭାଯାତ୍ରା   (24-Apr-2024)       ||      ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ ପଟ୍ଟନାୟକ । ନିଜ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ କରିବେ ସମାବେଶ ।   (24-Apr-2024)       ||      ତରଭା ଏନ ଏ ସି କୁ ମୁନସିପାଲଟିକରିବା ମୋର ନିର୍ବାଚନୀ ପ୍ରତିଶୃତି : ନିରଞ୍ଜନ ପୂଜାରୀ    (24-Apr-2024)       ||      ଦ୍ବିତୀୟ ପର୍ଯ୍ୟାୟ ବୃତ୍ତିଗତ ବିକାଶ ତାଲିମ ଶିବିର ଅନୁଷ୍ଠିତ,୧୦୦ରୁ ଉର୍ଦ୍ଧ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ଅଂଶ ଗ୍ରହଣ   (24-Apr-2024)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ କ୍ରୀଡା ଉତ୍ସବ ଅନୁଷ୍ଠିତ

06-Jan-2023



ବୌଦ୍ଧ(ହୃଦାନନ୍ଦ ମେହେର)- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ରାଧାନଗର ଗ୍ରାମ ପଞ୍ଚାୟତର ପିପଳକଟା ଖେଳ ପଡିଆ ଠାରେ ରାଧାନଗର ଗ୍ରାମ ପଞ୍ଚାୟତର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡା ଉତ୍ସବରେ ରାଧାନଗର ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ଗଣେଶ

କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମଥୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀଯୁକ୍ତ ପ୍ରଦୀପ କୁମାର କହଁର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବାର୍ଷିକ କ୍ରୀଡା ଉତ୍ସବରେ ରାଧାନଗର ଗ୍ରାମ ପଞ୍ଚାୟତର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଯୋଗଦାନ କରିଥିଲେ। ଦୁଇ ଦିନ ଧରି ଆୟୋଜିତ ଏହି କ୍ରୀଡା ଉତ୍ସବର ପ୍ରଥମ ଦିନରେ ଲମ୍ବା ଡିଆଁ

ମ୍ୟୁଜିକ୍ ଚେୟାର,ଅନ୍ଧପୁଟୁଳି,ଧନ ସଂଗ୍ରହ, ବେଲୁନ ଫଟା,ଦଉଡି ଡିଆଁ,୫୦,୧୦୦ ଏବଂ ୨୦୦ ମିଟର ଦୈ।ଡ଼  ପ୍ରତିଯୋଗିତା ସମାପ୍ତ ହୋଇ ଯାଇଛି। କ୍ରୀଡା ଉତ୍ସବକୁ ଦେଖିବା ପାଇଁ ବହୁ ସଂଖ୍ୟାରେ କ୍ରୀଡା ପ୍ରେମୀ ଯୋଗଦାନ ଦେଇଥିବା ବେଳେ ଗ୍ରାମ ପଞ୍ଚାୟତର ବିଭିନ୍ନ ସ୍ବେଛାସେବୀ ଭାଇ ମାନେ ଖେଳ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024
  ଜିଲ୍ଲା  
ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024
  ଜିଲ୍ଲା  
ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ   24-Apr-2024
  ଜିଲ୍ଲା  
ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     24-Apr-2024
  ଜିଲ୍ଲା  
୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    24-Apr-2024
  ଜିଲ୍ଲା  
ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   24-Apr-2024
  ଜିଲ୍ଲା  
ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   24-Apr-2024

You Might Also Like