-+91-9937148622 |

prerana_bgr@rediffmail.com |

  Friday 26th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଦୟଣାଚୋରି ସାହିତ୍ୟ ଆସର -୨୦୨୪                             ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ      (25-Apr-2024)       ||      କାନ୍ଥରେ ସିମିତ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା - ଗାଁ ଗଣ୍ଡାରେ କୁଢ଼ କୁଢ଼ ଆର୍ବଜନା   (25-Apr-2024)       ||      ଖଣିଜ ସମ୍ପଦ ରେ ଓଡ଼ିଶା ଭରପୁର ହେଲେ ଗରିବୀ କେବେ ହେଉନି ଦୂର । ଷଷ୍ଠ ଥର ନୁହେଁ ଏଥର ଗଢ଼ିବ ଓଡ଼ିଶାରେ ବିଜେପି ସରକାର*   (25-Apr-2024)       ||      ଟିଟିଲାଗଡରେ ବିଜେପିନେତା ଅଶୋକ ଦୋରାଙ୍କୁ ଦୁର୍ବ୍ୟବହାର ଓ ହତ୍ୟାଧମକ,  ନିର୍ବାଚନକମିଶନଙ୍କ ପାଖରେ ଫେରାଦହେଲେ ବିଜେପି ପ୍ରାର୍ଥି   (25-Apr-2024)       ||      ଵିଜୁଯୁବ  ଛାତ୍ର ଜନତାଦଳର  ସଭାରେ ବିରୋଧିଙ୍କ ପ୍ରଶ୍ନର ଉତ୍ତରଦେଲେ କଲିକେଶ।   (25-Apr-2024)       ||      ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   (25-Apr-2024)       ||      ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ    (25-Apr-2024)       ||      କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   (25-Apr-2024)       ||      ଅଂଶୁଘାତ ସଚେତନ କର୍ମଶାଳା   (25-Apr-2024)       ||      ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||     

HOME   ଜିଲ୍ଲା

ମଝିପଡାରେ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ ଦାତବ୍ୟ ଚିକିତ୍ସା ଶିବିର ସହ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜିତ

09-Jan-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ସୋନପୁର ମଝିପଡା ନାମ ମଣ୍ଡପରେ ରବିବାର ସାମୁହିକ ବ୍ରତୋପନୟନ ଅନୁଷ୍ଠିତ ହୋଇଛି । ପୂର୍ଣ୍ଣ ରୀତି ନୀତି ଅନୁସାରେ ୧୧ ଜଣ ଯୁବକ ଉପବୀତ ଧାରଣ କରିଛନ୍ତି । ହିତାକାଂକ୍ଷୀ ହୋମିଓ ହଲ୍‌ର ମାଲିକ ଜଗନ୍ନାଥ ଦାଶଙ୍କ ଦ୍ୱାରା ଉକ୍ତ ପବିତ୍ର ଉତ୍ସବ ଆୟୋଜିତ ହୋଇଛି । ଜଗନ୍ନାଥ ତାଙ୍କ ପତ୍ନୀ ରାଜଶ୍ରୀଙ୍କ ସହ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ତତ୍ତ୍ୱାବଧାନ କରିଥିଲେ । ତେବେ ରାମଧୂନ କ୍ଲବର କର୍ମକର୍ତ୍ତା, ପ୍ରଜାପିତା ବ୍ରହ୍ମାକୁମାରୀର ସଦସ୍ୟ ସଦସ୍ୟା ଏବଂ ମଝିପଡାର ଜନସାଧାରଣ ସାମୁହିକ ବ୍ରତୋପନୟନ ଆୟୋଜନରେ ସହଯୋଗ କରିଥିଲେ । ଏହି ଅବସରରେ ଦୁଇ ଦିନ ଧରି ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗୋପଲୀଳା ପାରାୟଣ, ପ୍ରବଚନ, ସୁନ୍ଦରାକାଣ୍ଡ ପରାୟଣରେ ବହୁ ଶ୍ରଦ୍ଧାଳୁ ଯୋଗ ଦେଇଥିଲେ । ଏହା ସହ ଏକ ହୋମିଓପ୍ୟାଥିକ ଦାତବ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା l ଅପରାହ୍ନ ରେ  ଅନୁଷ୍ଠିତ ହୋଇଥିବା ସାମୁହିକ ରୁଷିଆଣୀ ଶୋଭାଯାତ୍ରା  ଖୁବ ଆକର୍ଷଣ ଥିଲା ଯାହାକି  ମଝିପଡା ସମେତ ଏଥିରେ ସାମିଲ ଥିବା ସହର ର ସମସ୍ତ ଜନ ସାଧାରଣ  ଙ୍କୁ  ଏ ଦୃଶ୍ୟ ଭାବ ବିହ୍ଵଳ କରିଥିଲା l ଶିବିରରେ ଚିକିତ୍ସା ତଥା ମାଗଣାରେ ଔଷଧ ବଣ୍ଟନ କରାଯାଇ ଥିଲା । ରବିବାର ଏହି ଆଧ୍ୟାତ୍ମିକ ସମାରୋହରେ ଯୋଗ ଦେଇଥିବା ହଜାର ହଜାର ଭକ୍ତ ପ୍ରସାଦ ସେବନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମରେ ଡାକ୍ତର ବୃନ୍ଦାବନ ଦଳାଇ, ରାମଜୀ ନେଗୀ, ମନବୋଧ ଭୋଇ, ପ୍ରିତମ ସାହୁ, ସୁବାସ ପାଢ଼ୀ,, ଜଗବନ୍ଧୁ ତ୍ରିପାଠୀ, ଲଡୁ କିଶୋର ମଲ୍ଲିକ, ମନୋରଞ୍ଜନ ତ୍ରିପାଠୀ, ପ୍ରକାଶ ବେବର୍ତ୍ତା, ପୀୟୂଷ ପଣ୍ଡା, ସୁରଜ ସାହୁ, ବିକାଶ ପଣ୍ଡା, ରଞ୍ଜୁ ସାହୁ, ସନ୍ତୋଷ ପାଢୀ, ବଣ୍ଟି ମିଶ୍ର, ବୁବୁନ ନାଏକ, ଶାନ୍ତନୁ ଆଚାର୍ଯ୍ୟ, ପ୍ରତାପ ଦାଶ, ରକି, ବୁବୁନ ଙ୍କ ସହ ରାମଧୂନ କ୍ଲବର ସମସ୍ତ ସଦସ୍ୟ ପୂର୍ଣ୍ଣ ସହେଯାଗ କରିଥିଲେ । ଜଗନ୍ନାଥ ଦାଶଙ୍କ ଏହି ମହତ କାର୍ଯ୍ୟ ମାନବୀୟ କାର୍ଯ୍ୟ କୁ ସହର ତଥl ଜ଼ିଲ୍ଲାବାସୀ  ଖୁବ୍ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୟଣାଚୋରି ସାହିତ୍ୟ ଆସର -୨୦୨୪                             ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଓ଼ ସାରସ୍ୱତ ସମାରୋହ      25-Apr-2024
  ଜିଲ୍ଲା  
କାନ୍ଥରେ ସିମିତ ଗାଁ କଲ୍ୟାଣ ସମିତି - ସୁଧୁରୁନି ପରିମଳ ବ୍ୟବସ୍ଥା - ଗାଁ ଗଣ୍ଡାରେ କୁଢ଼ କୁଢ଼ ଆର୍ବଜନା   25-Apr-2024
  ଜିଲ୍ଲା  
ଖଣିଜ ସମ୍ପଦ ରେ ଓଡ଼ିଶା ଭରପୁର ହେଲେ ଗରିବୀ କେବେ ହେଉନି ଦୂର । ଷଷ୍ଠ ଥର ନୁହେଁ ଏଥର ଗଢ଼ିବ ଓଡ଼ିଶାରେ ବିଜେପି ସରକାର*   25-Apr-2024
  ରାଜନୀତି  
ଟିଟିଲାଗଡରେ ବିଜେପିନେତା ଅଶୋକ ଦୋରାଙ୍କୁ ଦୁର୍ବ୍ୟବହାର ଓ ହତ୍ୟାଧମକ,  ନିର୍ବାଚନକମିଶନଙ୍କ ପାଖରେ ଫେରାଦହେଲେ ବିଜେପି ପ୍ରାର୍ଥି   25-Apr-2024
  ଜିଲ୍ଲା  
ଵିଜୁଯୁବ  ଛାତ୍ର ଜନତାଦଳର  ସଭାରେ ବିରୋଧିଙ୍କ ପ୍ରଶ୍ନର ଉତ୍ତରଦେଲେ କଲିକେଶ।   25-Apr-2024
  ଜିଲ୍ଲା  
ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   25-Apr-2024
  ଜିଲ୍ଲା  
ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   24-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ   25-Apr-2024
  ଜିଲ୍ଲା  
କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   25-Apr-2024
  ଜିଲ୍ଲା  
ଅଂଶୁଘାତ ସଚେତନ କର୍ମଶାଳା   25-Apr-2024
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024
  ଜିଲ୍ଲା  
ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   25-Apr-2024

You Might Also Like