-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||     

HOME   ଜିଲ୍ଲା

ପାଟଣାଗଡ ନକଟାସର ଗ୍ରାମରେ ପଞ୍ଚ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଓ ସଂସ୍କାର ଅନୁଷ୍ଠିତ

11-Jan-2023



ବଲାଙ୍ଗିର,ପାଟଣାଗଡ ବ୍ଲକ ଅନ୍ତର୍ଗତ ନକଟାସର ଗ୍ରାମରେ ପଞ୍ଚ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଗତ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପରିଭ୍ରାଜକ ମୀନ କେତନ ପାତ୍ର, ସହଯୋଗୀ ବିଜୟ ପଧାନ ତଥା ବ୍ରହ୍ମବାଦିନି ମହିଳା ଟ୍ରଳି ସହିତ ଆସି କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଗ୍ରାମର ଚାନ୍ଦମଣି ବେହେର, ଲଳିତ ମେହେର, ଅକ୍ଷୟ ଭୁଏ, ଶାନ୍ତନୁ ଭୁଏ, ଜୟକିଶନ ସେଠ, କ୍ଷମାନିଧି ପଟେଲ, ଦେବରାଜ ମେହେର ତଥା ଯୁବ ବର୍ଗର ଭାଇ ଭଉଣୀମାନଙ୍କର ସକ୍ରିୟ ସହଯୋଗ ରେ ଅନୁଷ୍ଠାନ ସଫଳ ହୋଇଥିଲା । ପାଟଣାଗଡ ଗାୟତ୍ରି ପରିବାର ର ମୁରଲିଧର ମେହେର, ସୂର୍ଯ୍ୟ ପାତ୍ର, ଦିବାକର ବିଶ୍ୱାଲ ତଥା ବଲାଙ୍ଗିର ଜିଲ୍ଲା ସଂଯୋଜକ ଉଦୟନାଥ ପାତ୍ର କାର୍ଯ୍ୟକ୍ରମ ସଫଳ ଦିଗରେ ସଫଳ କରିବା ରେ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ୩୦ ଜଣ ଦିକ୍ଷା ସଂସ୍କାର, ଜଣେ ମୁଣ୍ଡନ, ତିନି ଜଣଙ୍କର ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟ ସମାପନ ହୋଇଥିଲା । ପ୍ରତ୍ୟହ ସନ୍ଧ୍ୟରେ ଦୀପ ଯଜ୍ଞ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024

You Might Also Like