-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||     

HOME   ରାଜନୀତି

ଗୋକୁଳାନନ୍ଦ ପର୍ଯ୍ୟଟନ କ୍ଷେତ୍ର ସୌନ୍ଦର୍ଯ୍ୟକରଣ ର ଶୁଭ ଉଦଘାଟନ

04-Dec-2020



ଖଣ୍ଡପଡା, ନୟାଗଡ, (ପ୍ରଦୀପ ପଣ୍ଡା)- ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଳକ ରେ ଗୋକୁଳାନନ୍ଦ ପୀଠ ପର୍ଯ୍ୟଟକଙ୍କ ପାଇଁ ଏକ ମନମୁଗ୍ଧକର ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଦର୍ଶନୀୟ ସ୍ଥାନ ଭାବେ ବେଶ ଜଣାଶୁଣା | ଭୁବନେଶ୍ୱର ଠାରୁ ବାଘମାରି, କଣ୍ଟିଲୋ, ବଲାଙ୍ଗୀର ରାସ୍ତାରେ ଆସିବାବେଳେ ରାଜକିଆରି ଛକ ଠାରୁ ନରସିଂହପୁର ରାସ୍ତାରେ ଗଲେ ସିଧାମୂଳା ସେତୁ ର ପ୍ରାରମ୍ଭରେ ବାମ ପାର୍ଶ୍ଵ କୁ ଗଲେ ପଡିବ ଗୋକୁଳାନନ୍ଦ ଙ୍କ ପୀଠ | ମହାନଦୀ କୂଳରେ ପାହାଡ଼ ଉପରେ ଗଢିଉଠିଛି ପ୍ରଭୁଙ୍କର ମନ୍ଦିର | ସେଠାରେ ଯାତ୍ରୀନିବାସ ମଧ୍ୟ ଅଛି ଫଳରେ ଦୂର ଦୁରାନ୍ତ ରୁ ପର୍ଯ୍ୟଟକ ମାନେ ଆସିଲେ ସେଠାରେ ନିଜର କ୍ଲାନ୍ତି ମେଣ୍ଟାଈବାର ସୁବିଧା ପାଇବା ସହିତ ଭୋଜି ଭାତ କରି ଖାଇବାର ସମସ୍ତ ପ୍ରକାର ସୁଯୋଗ ପାଇପାରନ୍ତି | ବିବାହ, ବ୍ରତ ଠାରୁ ଆରମ୍ଭକରି ବଣଭୋଜି ଆଦି କରିବାକୁ ସାରା ରାଜ୍ୟର କୋଣ ଅନୁକୋଣ ରୁ ଯାତ୍ରୀ ଙ୍କର ସୁଅ ଛୁଟିଥାଏ ଏହି ଜାଗାକୁ | ବଣ ଜଙ୍ଗଲ ଏବଂ ମହାନଦୀ ର ସୌନ୍ଦର୍ଯ୍ୟ ଉପଭୋଗ କରିବାସହିତ ପାହାଡ଼ ଚଢ଼ିବାର ମଜା ଉଠାଇବାକୁ ପ୍ରତେକ ବର୍ଷ ଡିସେମ୍ବର ଏବଂ ଜାନୁଆରୀ ମାସ ରେ ଏଠାରେ ବେଶ ଗହଳି ହୋଇଥାଏ ପର୍ଯ୍ୟଟକ ମାନଙ୍କର | ତେଣୁ ଏହା ଏକ ପର୍ଯ୍ୟଟନ ସ୍ଥଳୀ ର ମାନ୍ୟତା ଲାଭ କରିଛି ଓଡିଶା ସରକାରଙ୍କର ଦ୍ୱାରା | ଏଠାରେ ଥିବା ହରିଣ ପାର୍କ ତଥା ମନ୍ଦିରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଆଜି ଏକ ଉଦଘାଟନ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ସୌମ୍ୟରଂଜନ ପଟନାୟକ ଯୋଗଦେଇଥିଲେ | ଏହି ପର୍ଯ୍ୟଟନସ୍ଥଳୀ ଟି କେମିତି ଅତ୍ୟନ୍ତ ମନମୁଗ୍ଧକର ହେବ ସେ ବିଷୟରେ ଏହି ସଭାରେ ଆଲୋଚନା କରାଯାଇଥିଲା | ରାଜ୍ୟସରକାରଙ୍କ ତରଫରୁ ଏହି ପର୍ଯ୍ୟଟନ ସ୍ଥଳୀ ର ସୌନ୍ଦର୍ଯ୍ୟକରଣ ପାଇଁ ଆବଶ୍ୟକୀୟ ରାଶି ଯୋଗାଇଦିଆଯିବ ବୋଲି ବିଧାୟକ ସୂଚନା ଦେଇଥିଲେ |

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026

You Might Also Like