-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    (29-Mar-2024)       ||      ୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   (29-Mar-2024)       ||      ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   (29-Mar-2024)       ||      ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||     

HOME   ଜିଲ୍ଲା

ପୁଲିସ ଡିଜିଙ୍କ ଉପସ୍ଥିତିରେ ରାଜଧାନୀର ଗାନ୍ଧୀ ମାର୍ଗରେ ଫୁଲ ଡ୍ରେସ୍ ରିହର୍ସାଲ।

24-Jan-2023



ଭୁବନେଶ୍ବର: ଦୁଇ ବର୍ଷ ପରେ ବିନା କଟକଣାରେ ଅନୁଷ୍ଠିତ ହେବାକୁ ଯାଉଛି ସାଧାରଣତନ୍ତ୍ର ଦିବସ ପରେଡ୍। ଏଥିଲାଗି କମିସନରେଟ୍ ପୁଲିସ ପ୍ରସ୍ତୁତି ଆରମ୍ଭ କରିଛି। ଆଜି ସକାଳୁ ପୁଲିସ ଗାନ୍ଧୀମାର୍ଗରେ ଫୁଲ୍ ଡ୍ରେସ୍ ପରେଡ୍ ରିହର୍ସାଲ ଆରମ୍ଭ ହୋଇଛି। ସାଧାରଣତନ୍ତ୍ର ଦିବସ ପାଇଁ ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ଫୁଲ ଡ୍ରେସ୍ ରିହର୍ସାଲ ଜାରି ରହିଛି। ଏଥିରେ ଭାଗନେବେ ୫୦ଟି ଟ୍ରୁପ୍। ରାଜ୍ୟପାଳ ପ୍ରଫେସର୍ ଗଶଣଶୀ ଲାଲ୍ ପରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅଭିବାଦନ ଗ୍ରହଣ କରିବେ। ଏଥିପାଇଁ କମିସନେରଟ୍ ପୁଲିସ କଡ଼ା ସୁରକ୍ଷା ବନ୍ଦୋବସ୍ତ କରିଛି। ପାଖାପାଖି ୨୩ ପ୍ଲାଟୁନ୍ ଫୋର୍ସ ପରେଡ୍ ଉତ୍ସବରେ ନିୟୋଜିତ ହେବେ। ଏହି ଅବସରରେ ପୁଲିସ ଡିଜି ସୁନୀଲ କୁମାର ବଂଶଲ ଓ ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଉପସ୍ଥିତ ଥିଲେ।

କରୋନା କଟକଣା ଯୋଗୁ ଦୁଇ ବର୍ଷ ହେଲା ସାଧାରଣତନ୍ତ୍ର ଦିବସ ପରେଡ୍ ବନ୍ଦ ଥିଲା।
ଚଳିତ ବର୍ଷ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ସାଧାରଣତନ୍ତ୍ର ଦିବସ ପରେଡ୍ ଗ୍ରାଉଣ୍ତରେ ବ୍ୟାରିକେଡରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ପରେଡ୍ ସ୍ଥଳରେ ୨୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ବ‌ୋଲି ପୁଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ ସାଧାରଣତନ୍ତ୍ର ଦିବସ ପ‌ାଳନ ସମୟରେ ଗାନ୍ଧୀମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୁଲିସ ମୁତୟନ ରହିବେ।

(ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    29-Mar-2024
  ଜିଲ୍ଲା  
୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   29-Mar-2024
  ଜିଲ୍ଲା  
ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   29-Mar-2024
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024

You Might Also Like