-+91-9937148622 |

prerana_bgr@rediffmail.com |

  Saturday 4th February 2023 |

| | | |

R.N.I. Regd No. ODIODI/2010/46693

Breaking News

ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   (04-Feb-2023)       ||      ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)    (04-Feb-2023)       ||      ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   (04-Feb-2023)       ||      ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   (04-Feb-2023)       ||      ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   (03-Feb-2023)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   (03-Feb-2023)       ||      ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   (03-Feb-2023)       ||      ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   (03-Feb-2023)       ||      ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    (03-Feb-2023)       ||      ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   (03-Feb-2023)       ||      PSO ଫେରାଇଲେ ଜୟ ନାରାୟଣ ମିଶ୍ର,   (03-Feb-2023)       ||      ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   (03-Feb-2023)       ||      ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ପାଇଁ ଶୁଭଖମ୍ବ ସ୍ଥାପନ   (03-Feb-2023)       ||      ପାପକ୍ଷୟ ମହୋତ୍ସବ ୨ୟ ସନ୍ଧ୍ୟା(ବଲାଙ୍ଗିରର ପଞ୍ଚମ ଆର ସମ୍ବଲପୁରର ନଟରାଜ କଳା ପରିଷଦ ଲୋକନୃତ୍ୟରେ ଝୁମିଲେ ଦର୍ଶକ)     (03-Feb-2023)       ||      ମା ମାହେଶ୍ବରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ   (03-Feb-2023)       ||      ପୌର ଅଧିକାରୀ ଓ ଜନ ପ୍ରତିନିଧି ଙ୍କ ଦୁର୍ବ୍ୟବହାର ପ୍ରତିବାଦ ରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅଫିସ ଘେରାଉ   (03-Feb-2023)       ||      ଫେବୃଆରୀ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ   (02-Feb-2023)       ||      ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।   (02-Feb-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟ ଓ ମଥୁରା ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଚନ୍ଦ୍ରଶେଖର ବେହେରାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ସଭା ପାଳିତ।   (02-Feb-2023)       ||      ବୌଦ୍ଧ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସେବସ୍ତିଆନ କୁଜୁର ଙ୍କ ଚାକିରୀ ରୁ ଅବସର ଗ୍ରହଣ, ସହକାରୀ ଜ଼ିଲ୍ଲାପାଳ ସସ୍ମିତା ପ୍ରଧାନ ନେଲେ ଡି. ଏସ. ଡବ୍ଲୁ. ଓ. ଦାୟିତ୍ୱ    (01-Feb-2023)       ||     

HOME   ଜିଲ୍ଲା

ଭାରତମାଳା ପ୍ରୋଜେକ୍ଟ ରେ ବ୍ୟବହୃତ ହେଉଛି ଅବୈଧ ପଥର ଅଭିଯୋଗ ଆଣିଲେ ଗ୍ରାମବାସୀ ଏବଂ ଜୋବାଗୁଡା ସରପଞ୍ଚ

24-Jan-2023



ଆଜି ଡାବୁଗାଁ ବ୍ଲକ ରେ ଅଭିଯୋଗ ଶୁଣାଣୀ ଦିବସ ଥିଲା। ଏହି ଅବସରରେ ଏଡିଏମ୍ ଙ୍କ ମାଧ୍ୟମରେ ନବରଙ୍ଗପୁର ଜିଲ୍ଲାପାଳ ଙ୍କୁ ଏକ ଗୁରୁତ୍ବପୂର୍ଣ୍ଣ ଅଭିଯୋଗ ପତ୍ର ଦେଇଛନ୍ତି ଯୋବାଗୁଡା ସରପଞ୍ଚ ରଘୁନାଥ ଭତ୍ରା ଏବଂ ଦରଗୁଲା ଓ ତାଲବେଡା

ଗ୍ରାମବାସୀ ଭାରତମାଳା ପ୍ରୋଜେକ୍ଟ ରେ ହେଉଥିବା ଅନିୟମିତତା କୁ ନେଇ। ସେମାନଙ୍କ ଅଭିଯୋଗ ପ୍ରକାରେ ବ୍ଲାଷ୍ଟ୍ ଯୋଗୁଁ ଆଖପାଖ ଗାଁ ର ଘର ଗୁଡ଼ିକ ଦୋହଲି ଯାଉଛି। ପଥର ଗୁଡ଼ିକ ଅନେକ ଦୂର ପର୍ଯ୍ୟନ୍ତ ଚାଷ ଜମି ରେ ଆସି ପଡୁଛି। ଭବିଷ୍ୟତରେ ଅନେକ ବିପଦ ର କାରଣ ହୋଇପାରେ ଏ ଅନୈତିକ କାର୍ଯ୍ୟ। ବିନା ଅନୁମତିରେ ଏଭଳି ଗ୍ରାମ୍ୟ ପରିବେଶ କୁ ଅସ୍ୱାସ୍ଥ୍ୟକର କରାଯାଉଥିବା ମଧ୍ୟ ଅଭିଯୋଗ ହୋଇଛି। କାହାର ଅନୁମତି ନେଇ ଏଭଳି କାର୍ଯ୍ୟ କରାଯାଉଛି ବୋଲି ପ୍ରଶାସନ କୁ ପ୍ରଶ୍ନ ପଚାରିଛନ୍ତି ପଞ୍ଚାୟତ ଅଧିବାସୀ । ଦରଗୁଲା ମୌଜା ରେ ଥିବା ପ୍ଲଟ ନମ୍ବର ୫୯୬ ର ପଥର ବଣୀ ରେ ଚାଲୁଥିବା ଅନୈତିକ କାର୍ଯ୍ୟକଳାପ କୁ ଶୀଘ୍ର ବନ୍ଦ କରିବା ପାଇଁ ପଞ୍ଚାୟତ ଅଧିବାସୀମାନେ ସରପଞ୍ଚ ଙ୍କ ସହ ଦାବି କରିଛନ୍ତି।

ରିପୋଟ ମିହିର ଶଙ୍କର ପାତ୍ର,ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   04-Feb-2023
  ଜିଲ୍ଲା  
ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)   04-Feb-2023
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   04-Feb-2023
  ଜିଲ୍ଲା  
୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   04-Feb-2023
  ଜିଲ୍ଲା  
ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   03-Feb-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   03-Feb-2023
  ଜିଲ୍ଲା  
ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   03-Feb-2023
  ରାଜ୍ୟ  
ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   03-Feb-2023
  ରାଜ୍ୟ  
ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    03-Feb-2023
  ଜିଲ୍ଲା  
ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   03-Feb-2023
  ଜିଲ୍ଲା  
PSO ଫେରାଇଲେ ଜୟ ନାରାୟଣ ମିଶ୍ର,   03-Feb-2023
  ଜିଲ୍ଲା  
ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   03-Feb-2023

You Might Also Like