-+91-9937148622 |

prerana_bgr@rediffmail.com |

  Tuesday 16th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||      ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,   (15-Apr-2024)       ||      ଲୋଇସିଂହା ବନବିଭାଗ ପକ୍ଷରୁ ୧୨ କ୍ଵିଣ୍ଟାଲ ଖଇର କାଠ ଜବତ   (15-Apr-2024)       ||      କାଉଡୋଲା ଠାରେ ବାବାସାହେବଆମ୍ବେଦକର ଙ୍କ ୧୩୩ ତମ ଜନ୍ମଜୟନ୍ତୀ ପାଳିତ   (15-Apr-2024)       ||      ଶିକ୍ଷିତ ହୁଅ,ସଂଗଠିତ ହୁଅ ଏବଂ ସଂଘର୍ଷ କର   (14-Apr-2024)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ପଣା ସରବତ ବଣ୍ଟନ କାର୍ଯ୍ୟକ୍ରମ   (14-Apr-2024)       ||      ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ l   (14-Apr-2024)       ||      ବଲାଙ୍ଗିର ରେ ପାଳିତ ହେଲା ଜିଲ୍ଲାସ୍ତରୀୟ ୧୩୩ତମ ଡଃ ବି.ଆର୍. ଆମ୍ବେଦକର ଜୟନ୍ତୀ    (14-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ ବଲାଙ୍ଗୀର ତରଫରୁ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତି  ପାଳିତ   (14-Apr-2024)       ||     

HOME   ଜିଲ୍ଲା

ରାଜ୍ୟସଭା ସାଂସଦଙ୍କ ଉଦ୍ୟମରେ ଡ଼ୁମେରବାହାଲ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ର ସିବିଏସଇ ଅନୁବନ୍ଧିତ .

25-Jan-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର ଜ଼ିଲ୍ଲା ପୁଇଁତଲା ବ୍ଲକ ର ଡ଼ୁମେରବାହାଲ ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ   ସିବିଏସଇ ଅନୁବନ୍ଧନ ହୋଇଯାଇଛି l ଚଳିତ ଶିକ୍ଷlବର୍ଷ   ଏପ୍ରିଲ ୨୦୨୩  ସିବିଏସଇ ବୋର୍ଡ ଦ୍ୱାରା  ହେବାକୁ ଥିବା ମାଟ୍ରିକ ପରୀକ୍ଷାରେ ଉକ୍ତ ସ୍କୁଲ ର ଷାଠିଏ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇ ପାରିବେ l ସ୍କୁଲର ସିବିଏସଇ ଅନୁବନ୍ଧନ କୁ ନେଇ ଅଭିଭାବକ ମାନେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l  ଏ ସମ୍ବନ୍ଧରେ ସାଂସଦ ଶ୍ରୀ ବିଶି ସ୍କୁଲର ସିବିଏସଇ ଅନୁବନ୍ଧନ ସହିତ ଭିତ୍ତି ଭୂମିର ବିକାଶ ପାଇଁ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଙ୍କ  କାର୍ଯ୍ୟାଳୟକୁ ଯାଇ ମନ୍ତ୍ରୀ ଶ୍ରୀ ଟୁଡୁ ଙ୍କ ସହିତ ଅଗଷ୍ଟ 8 ରେ ଆଲୋଚନା କରିଥିଲେ l ଆଜି ସାଂସଦ ଶ୍ରୀ ବିଶି ଏକଲବ୍ୟ ସ୍କୁଲ ପରିଦର୍ଶନ କରି ସ୍କୁଲର ବିକାଶ ମୂଳକ କାର୍ଯ୍ୟକ୍ରମ ର ସମୀକ୍ଷା କରିଥିଲେ l ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ସହିତ  ମଧ୍ୟ ଆଲୋଚନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   15-Apr-2024
  ଜିଲ୍ଲା  
ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   15-Apr-2024
  ମହାନଗର  
ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   15-Apr-2024
  ରାଜନୀତି  
ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   15-Apr-2024
  ଜିଲ୍ଲା  
ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   15-Apr-2024
  ରାଜ୍ୟ  
ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   15-Apr-2024
  ଜିଲ୍ଲା  
ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   15-Apr-2024
  ଜିଲ୍ଲା  
ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   15-Apr-2024

You Might Also Like