-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

ଆତ୍ମ ସୁରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଯାପିତ।

26-Jan-2023



କର୍ଲାମୁଣ୍ଡ (ପ୍ରଦିପ କୁମାର ସାହୁ)
   ଜେ କେ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ବାଳିକା ମାନଙ୍କ ପାଇଁଦୀର୍ଘ 8 ଦିନ ବ୍ଯାପି ଚାଲିଥିବା ଆତ୍ମ ସୁରକ୍ଷା ତାଲିମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି।ଉଦଯାପନୀ ଦିବସ ରେ ଅନୁଷ୍ଠାନ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଦିଲୀପ କୁମାର ଦାଶ ସଭାପତିତ୍ବ କରିଥିଲେ ଏବଂ ମୂଖ୍ଯ ଅତିଥି ଭାବରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଚରିତା ମୁଗ୍ରୀ ଯୋଗଦେଇ ବାଳିକା ମାନଙ୍କୁ ସାହସି ଓ ସ୍ବାବଲମ୍ବି ହେବାପାଇଁ ଉତ୍ସାହିତ କରିଥିଲେ।ଅଧ୍ୟାପକ ଶ୍ରୀଯୁକ୍ତ ହେମନ୍ତ କୁମାର ଚୌଧୁରୀ ସ୍ବାଗତ ଭାଷଣ ଓ କାର୍ଯ୍ୟକ୍ରମ ବିବରଣୀ ପ୍ରଦାନ କରିଥିଲେ ଏବଂ ଅଧ୍ୟାପକ ଶ୍ରୀଯୁକ୍ତ ଗିରିରାଜ ଗହୀର ଧନ୍ୟବାଦ ଅର୍ପଣ କରିଥିଲେ।ବାଳିକା ମାନଙ୍କୁ ମାଷ୍ଟର ଟ୍ରେନର ଭାବରେ ଦିବ୍ଯାଭାରତୀ ମାଝୀ ତାଲିମ ଦେଇଥିଲେ।ଅଧ୍ୟାପକ ନୀଳାମ୍ବର ପାତ୍ର, ପି ଇ ଟି ଶ୍ରୀଯୁକ୍ତ  ଲଳିତ ଦାସ,ଗ୍ରନ୍ଥ ପାଳ ଶ୍ରୀଯୁକ୍ତ ଚିନ୍ମୟ ରଣା ,ସୌମ୍ୟରଞ୍ଜନ ତ୍ରିପାଠୀ,ଚନ୍ଦନ  ରଣା,ଜଗଦୀଶ ଭୋଇ,ନାରାୟଣ ଗହୀର, ଯୋଗେନ୍ଦ୍ର ବେହେରା,ପାଣ୍ଡବ ହରିଜନ,କଲ୍ପନା ରଣା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like