-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଜିଲ୍ଲା

ରାଙ୍ଗାଲିରେ ପଂଚାୟତସ୍ତରୀୟ କ୍ରୀଡା ମହୋତ୍ସବ ଉଦ୍‌ଯାପିତ

26-Jan-2023



ଖପ୍ରାଖୋଲ(ପ୍ରେରଣା ଖବର)-ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଂଚାୟତରେ  ଗତ ଜାନୁୟାରୀ ୨୪ ତାରିଖରୁ ଆରମ୍ଭ ହୋଇଥିବା ତିନିଦିନିଆ କ୍ରୀଡା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଆଜି ଉଦ୍‌ଯାପନୀ ଦିବସରେ ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ବିଧାୟକ ସରୋଜ ମେହେର ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ବିଜୟୀ ଦଳକୁ ପୁରସ୍କୃତ କରିଥିଲେ । ଅନ୍ୟତମ ଅତିଥି ଭାବରେ ଖପ୍ରାଖୋଲ ବ୍ଲକ ଅଧ୍ୟକ୍ଷା ନିରୂପମା ପଟେଲ ଓ ଉପାଧ୍ୟକ୍ଷ ସୁଖୀରାମ ଷାଣ୍ଢ, ରଙ୍ଗେଲି ସରପଂଚ ଉମାକାନ୍ତ ମେହେର ଓ ନାଏବ ସରପଂଚ ବିନୋଦିନୀ ନାଗ ପ୍ରମୁଖ ମଂଚାସୀନ ଥିଲେ । କ୍ରୀଡା ମହୋତ୍ସବ ଅବସରରେ ପଂଚାୟତରେ ଏକ ମଶାଲ ଶୋଭାଯାତ୍ରା ର ଆୟୋଜନ କରାଯାଇଥିଲା । କ୍ରୀଡା ମହୋତ୍ସବରେ ୨ଠଟି ବିଭିନ୍ନ ଆଉଟଡୋର୍ ଗେମ ଖେଳାଯିବା ସହ ପ୍ରାୟ ୧୩ଠରୁ ଅଧିକ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

ଜଳନ୍ଧର ବେହେରା, ଅଶୋକ ରଣା ଓ ମାଧବନ ସାହୁ ଖେଳକୁ ପରିଚାଳନା କରିଥିଲେ ।  ତୁଳସୀ ଦୀପ, ଦାଶରଥୀ ମଲ୍ଲିକ, ପବିତ୍ର ବାଗ, ଯୋଗେଶ୍ୱର ପୁଟା, ସୁରଥ ଗଡତିଆ, ରାମ ଦୀପ, ସୁନ୍ଦରକାନ୍ତ ବେହେରା, ଘନ ଧରୁଆ ପ୍ରମୁଖ କ୍ରୀଡା ମହୋତ୍ସବକୁ ସଫଳ କରିବାରେ ବିଶେଷ ସହଯୋଗ କରିଥିଲେ ।  ଏହି କ୍ରୀଡା ମହୋତ୍ସବକୁ ସଫଳ କରିବାରେ ମିଶନ ଶକ୍ତିର ମହିଳା, ଗାଁ ସାଥୀ ଓ ପଂଚାୟତର ସମସ୍ତ ସମିତି ସଭ୍ୟ/ସଭ୍ୟା ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like