-+91-9937148622 |

prerana_bgr@rediffmail.com |

  Wednesday 17th April 2024 |

| | | |

R.N.I. Regd No. ODIODI/2010/46693

Breaking News

ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   (17-Apr-2024)       ||      ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   (17-Apr-2024)       ||      ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   (17-Apr-2024)       ||      ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   (17-Apr-2024)       ||      ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   (16-Apr-2024)       ||      ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ    (16-Apr-2024)       ||      ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   (16-Apr-2024)       ||      ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   (16-Apr-2024)       ||      ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   (16-Apr-2024)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   (16-Apr-2024)       ||      ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   (15-Apr-2024)       ||      ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   (15-Apr-2024)       ||      ଛିଣ୍ଡୁନି କଣ୍ଟାବାଞ୍ଜିର ଅଛିଣ୍ଡାଗଣିତ... ନୀରୁପମା ମାଝିଙ୍କ ସପକ୍ଷରେ ବାହାରିଲା ଆଦିବାସୀକଲ୍ୟାଣସଂଘ   (15-Apr-2024)       ||      ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି   (15-Apr-2024)       ||      ସୋନପୁର ରେ ପ୍ରିୟବ୍ରତ ଓ ବୀରମହାରାଜପୁର ପାଇଁ କଂଗ୍ରେସ ର ପ୍ରାର୍ଥୀ ହେଲେ ପ୍ରଦୀପ   (15-Apr-2024)       ||      ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ   (15-Apr-2024)       ||      ସମ୍ରାଟ ଅଶୋକ,ମହାତ୍ମା ଫୁଲେ ଓ ଡଃ.ଅମ୍ଵେଦକର ଙ୍କ ଜୟନ୍ତୀ ପାଳିତ   (15-Apr-2024)       ||      ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ   (15-Apr-2024)       ||      ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,   (15-Apr-2024)       ||      ଲୋଇସିଂହା ବନବିଭାଗ ପକ୍ଷରୁ ୧୨ କ୍ଵିଣ୍ଟାଲ ଖଇର କାଠ ଜବତ   (15-Apr-2024)       ||     

HOME   ଜିଲ୍ଲା

ବିନିକା:୭୪ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ

26-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସହର ସମେତ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି ।କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖି ଆସୁଥିବା ଅଗ୍ରଣୀ ଅନୁଷ୍ଠାନ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ଆୟୋଜିତ ସାଧାରଣତନ୍ତ୍ର ଦିବସରେ କ୍ଲବର ସଭାପତି ସୋମନାଥ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଦନ ଜଣାଇଥିଲେ ।ସେ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ  କ୍ରୀଡାକୁ ଆଗେନେବା ପାଇଁ ସବୁ ପ୍ରକାରର ଖେଳକୁ ସାମିଲ କରାଯିବା ସହିତ ଜିଲ୍ଲା ତଥା ରାଜ୍ୟରେ ଏହି ଅନୁଷ୍ଠାନ ଯେପରି ନା କରିବ ସେ ଦିଗରେ ଉପସ୍ଥିତ ସମସ୍ତ ଖେଳାଳି ଓ ସଦସ୍ୟ ପ୍ରୟାସ କରିବା ଆବଶ୍ୟକ ବୋଲି କହିଥିଲେ ।ସେହିପରି ବିନିକା ଏନଏସି ତରଫରୁ ଆୟୋଜିତ ସାଧାରଣତନ୍ତ୍ର ଦିବସ ପ୍ରାରମ୍ଭ ଭୋର ସମୟରେ ସହରରେ ପ୍ରଭାତ ଫେରି ପରେ କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଭୋଇ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ପ୍ରଦାନ କରିଥିଲେ ।ଅନ୍ୟ ପକ୍ଷରେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ରେଖା ପ୍ରଧାନ,ଶିଶୁ ବିକାଶ ମନ୍ଦିରରେ ସ୍କୁଲର ସମ୍ପାଦକ ସର୍ବେଶ୍ଵର ପୁରୋହିତ,ବିନିକା ସରକାରୀ

ବାଳକ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନୀଳାଚଳ ମେହେର,ଚରଦା ପଞ୍ଚାୟତରେ ସରପଞ୍ଚ ବୃନ୍ଦାବତୀ ନାୟକ,ସଙ୍କରାରେ ସରପଞ୍ଚ ଅଶୋକ ପୃଷ୍ଟି,ବିନିକା ପୋଲିସ ଷ୍ଟେସନରେ ଥାନାଧିକାରୀ ପବିତ୍ର ସାହୁ,ଆଦର୍ଶ ବିଦ୍ୟାଳୟରେ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ଖେତୀ,ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲରେ ଚେୟାରମେନ ତାପସ ତ୍ରିପାଠୀ,ଉଲ୍ଲେ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶଶାଙ୍କ ଶେଖର ପଣ୍ଡା,ଫୁଲମୁଠି ସ୍କୁଲରେ ନିତେଇ ପୂଜାରୀ ପ୍ରମୁଖ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପରିପ୍ରେକ୍ଷୀରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ରାଜନୀତି  
ଫୋକସରେ ପଶ୍ଚିମଓଡିଶା.. କଣ୍ଟାବାଞ୍ଜି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ବିଜେଡି ମହଲରେ ଖୁସିର ଲହରୀ, କୋସଲ ପ୍ରସଙ୍ଗ ଉଠିବାରୁ ମୁଖ୍ୟମନ୍ତ୍ରୀ ଭୟଭିତ-ନରସିଂହ   17-Apr-2024
  ଜିଲ୍ଲା  
ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ   17-Apr-2024
  ଜିଲ୍ଲା  
ବଲାଙ୍ଗିର ସହର ଛାତି ଉପରେ ଅସହାୟ ଯୁବକର ଅନାହାର ମୃତ୍ୟୁ; ପଚା ଶବ ଟେକିବାକୁ ହାତ ବାନ୍ଧି ଦେଲା ପୌର ପ୍ରଶାସନ, ପିପିଇ କିଟ୍ ପିନ୍ଧି ଶବକୁ ଉଦ୍ଧାର କଲା ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ   17-Apr-2024
  ଜିଲ୍ଲା  
ଆମ୍ବଗାଁରେ ଜୋନ ସ୍ତରୀୟ ତୈଳିକ ସମାଜ ଗଠିତ, ବିଜୟ ସାହୁ ସଭାପତି ଓ ପ୍ରଭାତ ସାହୁ ସଂପାଦକ   17-Apr-2024
  ଜିଲ୍ଲା  
ବିଜେଡିର ଟାର୍ଗେଟରେ ସଦରବ୍ଲକ,ଖଲିଆପାଲିରେ ଯୁବସମାବେଶ   16-Apr-2024
  ଜିଲ୍ଲା  
ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ   16-Apr-2024
  ଜିଲ୍ଲା  
ଟେରାକୋଟାରେ ଭୋଟରସଚେତନା କାର୍ଯ୍ୟକ୍ରମ   16-Apr-2024
  ଜିଲ୍ଲା  
ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା   16-Apr-2024
  ଜିଲ୍ଲା  
ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ   16-Apr-2024
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ ସୋନପୁର ଅଞ୍ଚଳ ରେ ଶୋକ   16-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ : ଶତାଧିକ କର୍ମୀ ଙ୍କ ଯୋଗଦାନ   15-Apr-2024
  ଜିଲ୍ଲା  
ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ   15-Apr-2024

You Might Also Like