-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ବିନିକା:୭୪ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ

26-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସହର ସମେତ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ଧୁମଧାମରେ ପାଳିତ ହୋଇଯାଇଛି ।କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରଖି ଆସୁଥିବା ଅଗ୍ରଣୀ ଅନୁଷ୍ଠାନ ବିନିକା ସ୍ପୋର୍ଟସ କ୍ଲବ ତରଫରୁ ଆୟୋଜିତ ସାଧାରଣତନ୍ତ୍ର ଦିବସରେ କ୍ଲବର ସଭାପତି ସୋମନାଥ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଦନ ଜଣାଇଥିଲେ ।ସେ ତାଙ୍କ ବକ୍ତବ୍ୟରେ କହିଥିଲେ ଯେ  କ୍ରୀଡାକୁ ଆଗେନେବା ପାଇଁ ସବୁ ପ୍ରକାରର ଖେଳକୁ ସାମିଲ କରାଯିବା ସହିତ ଜିଲ୍ଲା ତଥା ରାଜ୍ୟରେ ଏହି ଅନୁଷ୍ଠାନ ଯେପରି ନା କରିବ ସେ ଦିଗରେ ଉପସ୍ଥିତ ସମସ୍ତ ଖେଳାଳି ଓ ସଦସ୍ୟ ପ୍ରୟାସ କରିବା ଆବଶ୍ୟକ ବୋଲି କହିଥିଲେ ।ସେହିପରି ବିନିକା ଏନଏସି ତରଫରୁ ଆୟୋଜିତ ସାଧାରଣତନ୍ତ୍ର ଦିବସ ପ୍ରାରମ୍ଭ ଭୋର ସମୟରେ ସହରରେ ପ୍ରଭାତ ଫେରି ପରେ କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଭୋଇ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ପ୍ରଦାନ କରିଥିଲେ ।ଅନ୍ୟ ପକ୍ଷରେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ,ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ରେଖା ପ୍ରଧାନ,ଶିଶୁ ବିକାଶ ମନ୍ଦିରରେ ସ୍କୁଲର ସମ୍ପାଦକ ସର୍ବେଶ୍ଵର ପୁରୋହିତ,ବିନିକା ସରକାରୀ

ବାଳକ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନୀଳାଚଳ ମେହେର,ଚରଦା ପଞ୍ଚାୟତରେ ସରପଞ୍ଚ ବୃନ୍ଦାବତୀ ନାୟକ,ସଙ୍କରାରେ ସରପଞ୍ଚ ଅଶୋକ ପୃଷ୍ଟି,ବିନିକା ପୋଲିସ ଷ୍ଟେସନରେ ଥାନାଧିକାରୀ ପବିତ୍ର ସାହୁ,ଆଦର୍ଶ ବିଦ୍ୟାଳୟରେ ଅଧ୍ୟକ୍ଷ ସୌମ୍ୟ ରଞ୍ଜନ ଖେତୀ,ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲରେ ଚେୟାରମେନ ତାପସ ତ୍ରିପାଠୀ,ଉଲ୍ଲେ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶଶାଙ୍କ ଶେଖର ପଣ୍ଡା,ଫୁଲମୁଠି ସ୍କୁଲରେ ନିତେଇ ପୂଜାରୀ ପ୍ରମୁଖ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପରିପ୍ରେକ୍ଷୀରେ ଜାତୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like