-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ମହାଲକ୍ଷ୍ମୀ ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

27-Jan-2023



ସୁବର୍ଣ୍ଣପୁର- ସହରର ଢେରାପଡାଠାରେ ନବନିର୍ମିତ ମାଁ ମହାଲକ୍ଷ୍ମୀ ଙ୍କର ମନ୍ଦିର ପ୍ରତିଷ୍ଠା ପାଇଁ ଆସନ୍ତା କାଲି ଦିନ ଧାର୍ଯ୍ୟ ହୋଇଥିବା ବେଳେଆଜି ଅପରାହ୍ନ ରେ  ମହାନଦୀର ପବିତ୍ର ଜଳ ରଜାପଡା ଘାଟଠାରୁ ମହିଳା ମାନେ ସଂଗ୍ରହ କରି ଏକବିରାଟ କଳସ ଶୋଭାଯାତ୍ରାରେ ମଝିପଡା,ବସଷ୍ଟାଣ୍ଡ  ନୂଆପଡା ଦେଇ  ସ୍ଥାନୀୟ ଢେରାପଡା ସ୍ଥିତ ନବନିର୍ମିତ ମନ୍ଦିର ପରିସର କୁ ଆଣିଥିଲେ। ଆସନ୍ତା କାଲି ସକାଳ ୭ଘଣ୍ଟା ରେ ପୂଜାରମ୍ଭ ୧୦ଘଣ୍ଟା ରେ ମହାଲକ୍ଷ୍ମୀ ଙ୍କମହାସ୍ନାନ ଓ ପ୍ରାଣ ପ୍ରତିଷ୍ଠା ଦିବା ୧ଘଣ୍ଟା ପୂର୍ଣାହୂତି ଓ ପୁଷ୍ପାଞ୍ଜଳି ଘ ୧.୩୦ ରେ ସାମୁହିକ ପ୍ରସାଦ ସେବନ ଦିବା ୩ଘଣ୍ଟା ମାତା ଲକ୍ଷ୍ମୀ ଙ୍କର ନଗରପରିକ୍ରମା ସଂଧ୍ୟା ୫ଘଣ୍ଟା ମହାଲକ୍ଷ୍ମୀ ଙ୍କର ଗମ୍ଭୀରା ପ୍ରବେଶ ଓ ସଂଧ୍ୟା ୬ଘଣ୍ଟା ରେ ଭଜନ ସମାରୋହ ଅନୁଷ୍ଠିତ ହେବ ଏଣୁ ଏ ସମସ୍ତ କାର୍ଯ୍ୟକ୍ରମ ରେ ଜନସାଧାରଣ ଯୋଗଦାନ ପୂର୍ବକ ମାତା ମହାଲକ୍ଷ୍ମୀ ଙ୍କର ଆଶିଷ ଲାଭ କରିବାକୁ କମିଟି ତରଫରୁ ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like