-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଅପରାଧ

‘ପରୀ’ ମୃତ୍ୟୁ ମାମଲା : ଦୁଇ ସପ୍ତାହ ସମୟ ମାଗିଲେ SIT ମୁଖ୍ୟ ଅରୁଣ ବୋଥ୍ରା

05-Dec-2020



 

 (ପ୍ରେରଣା ଖବର) ଭୁବନେଶ୍ବର ୫।୧୨: ‘ପରୀ’ ମୃତ୍ୟୁ ଘଟଣାରେ ତଦନ୍ତ କରୁଛି ଏସଆଇଟି । ଆଉ ୨ ସପ୍ତାହ ସମୟ ଦିଅ କହିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ସେ କହିଛନ୍ତି ଏସ୍‌ଆଇଟି ଗଠନକୁ ମାତ୍ର ୪ରୁ ୫ ଦିନ ହୋଇଛି । ମୋ ଉପରେ ସମସ୍ତଙ୍କ ଭରସା ଅଛି । ଡିଜି ମୋତେ ଦାୟିତ୍ବ ଦେଇଛନ୍ତି । ଆମ ଟିମ୍ ଆଗକୁ ବଢୁଛି । ଅନ୍ୟପଟେ ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ଲକ୍ଷେ ଟଙ୍କା ମିଳିବ ବୋଲି ଘୋଷଣା ହୋଇଛି । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗ୍ରାମବାସୀଙ୍କ ସହ ବୈଠକ କରିବା ପରେ ଏହି ଅର୍ଥ ରାଶି ଘୋଷଣା କରିଛନ୍ତି । ଏ ନେଇ ଯଦୁପୁର ଗାଁ ସଭାପତି ଜୟକୃଷ୍ଣ ପରିଡା ସୂଚନା ଦେଇଛନ୍ତି ।ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଗଠନ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇପିଏସ୍ ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ଜଣିଆ ଟିମ୍ ଏହି ଘଟଣାର ତଦନ୍ତ କରୁଛନ୍ତି । ଟିମ୍‌ରେ କ୍ରାଇମବ୍ରାଞ୍ଜ ଏସପି ଆର. କେ ଦୋରା, ଅତିରିକ୍ତ ଏସପି ଆର.ସି ଥମ୍ବଙ୍କ ସହ କ୍ରାଇମବ୍ରାଞ୍ଜ ଇନ୍ସପେକ୍ଟର ନରେନ୍ଦ୍ର ବେହେରା, ମମତା ପଣ୍ଡା ସଦସ୍ୟ ଅଛନ୍ତି ।ନୟାଗଡର ୬ବର୍ଷର ଶିଶୁ କନ୍ୟା ପରୀର ମୃତ୍ୟୁକୁ ନେଇ ଜୁଲାଇ ୧୭ରେ ଥାନାରେ ମାମଲା ରୁଜୁ କରିଥିଲା ପୋଲିସ । ଜୁଲାଇ ୨୩ରେ ଗଳିତ ଶବ ମିଳିଥିବା ପରେ ପୋଷ୍ଟମର୍ଟମ କରାଯାଇଥିଲା । ଶବ ନଷ୍ଟ ହୋଇଯାଇଥିବାରୁ ରିପୋର୍ଟରେ ମୃତ୍ୟୁର କାରଣ ଜଣାପଡିନଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like