-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର

04-Feb-2023



ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଦୈନିକ ପନିପରିବା ବଜାର ଏବେ ଅପରିଷ୍କାର ସହ ଦୁର୍ଗନ୍ଧମୟ ପାଲଟିଛି । ଯାହାଫଳରେ କ୍ରେତା ବିକ୍ରେତାଙ୍କ ମଧ୍ୟରେ ଅସନ୍ତୋଷର ବାତାବରଣ ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି। ଅଞ୍ଚଳର ବହୁ ଚାଷୀ ଏହି ଦୈନିକ ବଜାର ଉପରେ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ସକାଳ ଠାରୁ ମଧ୍ୟାହ୍ନ ସମୟ ପର୍ଯ୍ୟନ୍ତ ‌ଚାଷୀ ଖରା ବର୍ଷା ଶୀତରେ ନିଜର ପନିପରିବା ବିକ୍ରି

କରୁଥିବା ଦେଖିବାକୁ ମିଳିଛି।  ବଜାର ପରିସର ଅପରିଷ୍କାର ରହୁଥିବା ବେଳେ ପିଇବା ପାଣିର ବ୍ୟବସ୍ଥା ନାହିଁ।  କ୍ରେତା ବିକ୍ରେତା ମାନେ ଆସୁଥିବା ସାଇକେଲ ଓ ବାଇକ  ଅସୁରକ୍ଷିତ ସ୍ଥାନରେ  ରଖୁଥିବା ଦେଖିବାକୁ ମିଳିଛି। ଯାହାଫଳରେ ଏଠାରୁ ଚୋରି ହେଉଥିବା ବିଭିନ୍ନ ସମୟରେ ଥାନରେ ଅଭିଯୋଗ ହେଇଛି। ଯାହାଫଳରେ ଉଭୟ କ୍ରେତା ବିକ୍ରେତାଙ୍କ ମଧ୍ୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ପଞ୍ଚାୟତ କର୍ତ୍ତୃପକ୍ଷ  ସମସ୍ତ ବିକ୍ରାତାଙ୍କ ଠାରୁ ଦୈନିକ ଟିକସ ଆଦାୟ କରି ବର୍ଷକୁ ଲକ୍ଷାଧିକ ଟଙ୍କା ଟିକସ ଆଦାୟ କରୁଛନ୍ତି। ହେଲେ ପଞ୍ଚାୟତ କର୍ତ୍ତୃପକ୍ଷ ପିଇବା ପାଣିର ବ୍ୟବସ୍ଥା କରିନଥିବା ବେଳେ ସଫେଇ କାର୍ଯ୍ୟ ହେଉନଥିବା ଯୋଗୁଁ ଏଠାରେ ଆବର୍ଜନା କୁଣ୍ଡରେ ପରିଣତ ହେଇଛି।‌ ଏଠାରେ ଆର୍ବଜନା ଗୁଡ଼ିକ ଏକାଠି ଜମି ରହି ପଚି ସଢି ଦୁର୍ଗନ୍ଧ ହେଉଅଛି।‌ ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଉଚିତ ପଦକ୍ଷେପ ନେବାପାଇଁ ବୃଦ୍ଧି ଜୀବି ମହଲରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like