-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଜିଲ୍ଲା

ସନ୍ଥ ଶିରୋମଣି ଗୁରୁ ରବି ଦାସ ଜୟନ୍ତୀ ପାଳିତ

05-Feb-2023



ବଲାଙ୍ଗୀର, ଆଜି ବଲାଙ୍ଗୀର ଦଳିତ ସମାଜ ପକ୍ଷରୁ ସ୍ଥାନୀୟ ଚମରା ପଡା ଠାରେ ସନ୍ଥ ଶିରୋମଣି ଗୁରୁ ରବି ଦାସ ଜୟନ୍ତୀ ପାଳିତ ହୋଇଯାଇଛି । ଦଳିତ ନେତା ତଥା ବିଏସ୍‌ପି ର ଜିଲ୍ଲା ସଭାପତି ଦ୍ରୋଣ କୁମ୍ଭାରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଜୟନ୍ତୀ ସମାରୋହରେ ଦଳିତ ସମାଜର ଶତାଧିକ ଭାଇଭଉଣୀ ଯୋଗ ଦେଇ ରବି ଦାସଙ୍କ ଦଳିତ ସମାଜ ପ୍ରତି ମହନୀୟ ଅବଦାନ ସଂପର୍କରେ ଆଲୋଚନା କରିଥିଲେ । ସଭା ପ୍ରାରମ୍ଭରେ ଦଳିତ ସମାଜର ସଭ୍ୟ ମାନେ ରବିଦାସ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ଏହି ଅବସରରେ ଏକ ବାଇକ୍ ରେଲି ସହର ପରିକ୍ରମା କରିଥିଲା । ଏଥିରେ କାଉନସିଲର କିଶୋର କୁମ୍ଭାର ଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ । ବାଇକ୍ ରେଲି ସ୍ଥାନୀୟ ଚମାର ପଡାରୁ  ବାହାରି ବ୍ରାହ୍ମଣ ପଡାରେ ପହଂଚି ଥିଲା । ଏଠାରେ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ  ମାଲ୍ୟାର୍ପଣ କରାଯିବା ସହ କଚେରୀ ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂତ୍ତୀରେ ମାଲ୍ୟାର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like