-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ଅପରାଧ

ଚାକିରୀ କରାଇ ଦେବା ନାଁ ରେ ଙ୍କା ଠକେଇ, ଥାନାର ଦ୍ୱାରସ୍ଥ ହେଲେ ଚାକିରୀ ଆଶାୟୀ ପ୍ରାର୍ଥୀ

07-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ବେକାର ଯୁବକ ଯୁବତୀ ମାନଙ୍କ ଠାରୁ ଚାକିରୀ କରାଇ ଦେବା ନାଁ ରେ ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି । ଟଙ୍କା ଦେବା ପରେ ମଧ୍ୟ ଚାକିରୀ ନ ମିଳିବା ପରେ ଆଶାୟୀ ଯୁବକ ମାନେ ବଲାଙ୍ଗୀର ଟାଉନ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୋଗରୁ ପ୍ରକାଶ ଯେ, ବଲାଙ୍ଗୀର ଜିଲ୍ଲା  ଶାନ୍ତିପଡାର ରୋହନ ଦୀପ ନାମକ ଜଣେ ଯୁବକ ପ୍ରାୟ ୮ଜଣ ଯୁବକଙ୍କ ଠାରୁ ସିକ୍ୟୁରିଟି ଗାର୍ଡ ଚାକିରୀ କରାଇ ଦେବା ନାଁ ରେ୨ ଲକ୍ଷ ଟଙ୍କା  ଆଦାୟ କରିଥିଲା ।  ତେବେ ଅନେକ ଦିନ ବିତିଗଲା ପରେ ମଧ୍ୟ ଚାକିରୀ ନ ମିଳିବା ପରେ ଚାକିରୀ ଆଶାୟୀ ମାନେ ରୋହନକୁ ଟଙ୍କା ଫେରସ୍ତ କରିବା ପାଇଁ କହିଥିଲେ । ତେବେ ସେ ଟଙ୍କା ଫେରାଇବା ବଦଳରେ ସେମାନଙ୍କୁ ନାନା ପ୍ରକାରର ଧମକଚମକ ଦେଇଥିଲା । ଶେଷରେ ଏହି ଯୁବକ ମାନେ ନିରାଶ ହୋଇ ବଲାଙ୍ଗୀର ଟାଉନ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଏ ନେଇ ଚାକିରୀ ଆଶାୟୀ ପ୍ରାର୍ଥୀ ସାଲେପାଲିର ବେବି ଦୀପ ଆଜି ଟାଉନ ଥାନରେ ଲିଖିତ ଅଭିଯୋଗ କରି ଠକ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like