-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ରାମ ଗୋପାଳ ହେଲେ ଏନଏସୟୁଇଆଇ ଜିଲ୍ଲା କାର୍ଯ୍ୟକାରୀ ସଭାପତି

09-Feb-2023



 ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଏନଏସି ଅଧିନସ୍ଥ ଉଲ୍ଲେ ଗ୍ରାମର ରାମ ଗୋପାଳ ହୋତା(ଟିକୁ) ନ୍ୟାସନାଲ ଷ୍ଟୁଡେଣ୍ଟସ ୟୁନିୟନ ଅଫ ଇଣ୍ଡିଆ ସୁବର୍ଣ୍ଣପୁର ଜିଲ୍ଲାର କାର୍ଯ୍ୟକାରୀ ସଭାପତି ଭାବେ ମନୋନୀତ ହୋଇଥିବାରୁ ଜିଲ୍ଲାର ଛାତ୍ରଛାତ୍ରୀ/ଯୁବଗୋଷ୍ଟି ମହଲରେ ଖୁସିର ଲହରୀ ଖେଳିଯାଇଛି ।ସୂଚନା ଯୋଗ୍ୟ ଯେ ଓଡ଼ିଶା ପ୍ରଦେଶ ଦାୟିତ୍ୱରେ ଥିବା ନ୍ୟାସନାଲ ସମ୍ପାଦକ ଅନୁଲେଖା ବୋଷା ଉକ୍ତ ପଦବୀରେ ନିଯୁକ୍ତି ଦେଇଥିବାରୁ ଶ୍ରୀ ହୋତା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ,ଜାତୀୟ କଂଗ୍ରେସ ଦଳ ସାଧାରଣ ସମ୍ପାଦକ ରାହୁଲ ଗାନ୍ଧୀ, ନ୍ୟାସନାଲ କଂଗ୍ରେସ ସଭାପତି ମଲ୍ଲିକାଜୁନ ଖଡଗେ,ଏନଏସୟୂଆଇ ସଭାପତି ନିରଜ କୁନ୍ଦନ,ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ,ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି ।ତାଙ୍କୁ ଏହି ଗୁରୁ ଦାୟିତ୍ଵ ମିଳିଥିବାରୁ କଂଗ୍ରେସ ଦଳର ନୀତି,ଆଦର୍ଶରେ ଛାତ୍ର ଓ ଯୁବ ଗୋଷ୍ଟିକୁ ଅନୁପ୍ରାଣିତ କରିବା ପାଇଁ ଚେଷ୍ଟା କରିବେ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like