-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||     

HOME   ଜିଲ୍ଲା

ଭାରତୀୟ ଷ୍ଟେଟ ବ୍ୟାଙ୍କର ପେନସନରସ୍ ସଭା

05-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର) ଭାରତୀୟ ଷ୍ଟେଟବ୍ୟାଙ୍କ, ବଲାଙ୍ଗିର ପ୍ରଧାନ ଶାଖା ପେନ୍‌ସନର ମାନଙ୍କର ଏକ ସଭା ଶାଖା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନ ଶାଖା ପରିଚାଳକ ପ୍ରଭାତ ରଞ୍ଜନ ନାଏକଙ୍କ ସଭାପତିତ୍ୱରେ ପେନ୍‌ସନରମାନଙ୍କ ସମସ୍ତ ସୁବିଧା ଓ ଅସୁବିଧା ଉପରେ ତର୍କ ହୋଇଥିଲା । ସମସ୍ତ ଅସୁବିଧା ଓ ଅସୁବିଧା ଉପରେ ତର୍କ ହୋଇଥିଲା । ସମସ୍ତ ଅସୁବିଧା କାର୍ଯ୍ୟମାନଙ୍କୁ ପୂରଣ କରାଯିବା ପାଇଁ ସ୍ୱିକୃତି ଦିଆଯାଇଥିଲା । ଶାଖାର ପରିଚାଳନା ଉପରେ ପେନ୍‌ସନର୍‌ମାନେ ସନ୍ତୋଷ ବ୍ୟକ୍ତ କରିଥିଲେ । ଉକ୍ତ ସଭାରେ କରୋନା ପାଇଁ ମାତ୍ର କୋଡିଏ ଜଣ ଯୋଗ ଦେଇଥିଲେ । ପେନ୍‌ସନ୍ ସଂଘର ସଭାପତି ନିଳମଣି ମିଶ୍ର, ସର୍ବଶ୍ରୀ ଗୋପବନ୍ଧୁ ପୁରୋହିତ, ଗୋବିନ୍ଦ ମିଶ୍ର, ପ୍ରସନ୍ନ ମିଶ୍ର, ହରେକୃଷ୍ଣ ପଟେଲ, ସତ୍ୟବନ୍ତ ବେଦ୍‌ବାକ୍‌, ପର୍ଶୁ ନାୟକ, ଯୁଧିଷ୍ଠିର ମିଶ୍ର, ରଘୁନାଥ ମିଶ୍ର, ବୃନ୍ଦାବନ ବରାଳ ଆଦି ସଭାରେ ବକ୍ତବ୍ୟ ରଖିଥିଲେ । ସଭାରେ କୋଭିଡ୍ ନିୟମ ପାଳନ କରାଯାଇଥିଲା । ସମସ୍ତଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା । ସଭା ଶେଷରେ ସଭାପତି ନିଳମଣି ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026

You Might Also Like