-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ରେ ସ୍ବଚ୍ଛ ଭାରତ ମିଶନ ପ୍ରହସନ - ମୁଖ୍ୟ ରାସ୍ତା ପାଲଟିଛି ଆବର୍ଜନା ପାହାଡ - ପରିମଳ ନାଁରେ ମାସିକ ଲକ୍ଷାଧିକ ଟଙ୍କା ସ୍ବାହା

12-Feb-2023



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ସ୍ବଚ୍ଛ ଭାରତ ମିଶନ ପ୍ରହସନ ପାଲଟିଛି। ସହରର ବିଭିନ୍ନ ସ୍ଥାନରେ କୁଢ କୁଢ ଅଳିଆ ଆବର୍ଜନା ଗଦା ହୋଇ ରହିଛି। ବସଷ୍ଟାଣ୍ଡ, ଦୈନିକ ବଜାର, କେନ୍ଦୁପାଲି ରାସ୍ତା, ଚମ୍ପାପୁର ଛକ , ବ୍ଳକ କଲୋନୀ, ଗୁନିପଡା , ରଥିପଡା ସହ ବ୍ଳକ ର ବିଭିନ୍ନ ଗାଁ ମୁଣ୍ଡରେ ଆବର୍ଜନା ଭର୍ତ୍ତି ହୋଇ ରହିଛି। ସରକାର ସ୍ବଚ୍ଛ ଭାରତ ମିଶନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବୀରମହାରାଜପୁର ରେ ସରକାରୀ ଯୋଜନା ବିପର୍ଯ୍ୟସ୍ତ ଅବସ୍ଥା ଅସନ୍ତୋଷ କାରଣ ହୋଇଛି। ଗ୍ରାମାଞ୍ଚଳ ରେ ମଧ୍ୟ ଲୋକେ ଖୋଲାରେ ମଳତ୍ୟାଗ କରୁଛନ୍ତି। ପ୍ରତ୍ୟେକ ଗ୍ରାମ ମୁଣ୍ଡରେ ଆବର୍ଜନା କୁଣ୍ଡ ନିର୍ମାଣ ହୋଇଥିଲେ ମଧ୍ୟ ତାହା ଗ୍ରାମର ଅନେକ ଦୂରରେ ରହିଛି। ଯାହା ଫଲରେ ଲୋକେ ଏଣେତେଣେ ମଇଲା ଆବର୍ଜନା ପକାଉଛନ୍ତି। ଅନ୍ୟପକ୍ଷରେ ଏମାନଙ୍କୁ ସଚେତନତା କରିବା ପାଇଁ ଗାଁରେ ମୋଟିଭେଟର ରହିଛନ୍ତି। ମୋଟିଭେଟର ସରକାର ଙ୍କ ଠାରୁ ପାରିଶ୍ରମିକ ମଧ୍ୟ ନେଉଛନ୍ତି। କିନ୍ତୁ ସ୍ବଚ୍ଛ ଭାରତ ମିଶନ ଫେଲ ମାରିବା ଅସନ୍ତୋଷର କାରଣ ହୋଇଛି। ବୀରମହାରାଜପୁର ରେ ସ୍ବଚ୍ଛ ମିଶନ ବିଭାଗ କୈାଣସି ସଚେତନତା କାର୍ଯ୍ୟକ୍ରମ ନକରି କେବଳ କାଗଜ କଲମରେ ଚାଲିଥିବା ଲୋକେ ଅଭିଯୋଗ କରିଛନ୍ତି। ବିଭାଗୀୟ ଗସ୍ତ ଖର୍ଚ୍ଚ,ସଭା ସମିତି ଆୟୋଜନ ନାଁ ରେ ବିଲ କରି ଅର୍ଥ ଆତ୍ମାସାତ କରୁଥିବା ଅଭିଯୋଗ ହେଉଛି। ଜିଲ୍ଲା ପ୍ରଶାସନ ଅଭିଯୋଗର ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like