-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ହାଇସ୍କୁଲ, ବଲାଙ୍ଗୀର ର ୧୯୭୩ ମାଟ୍ରିକ ବେଚ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

12-Feb-2023



ବଲାଙ୍ଗୀର ନୂତନ ବସ ଷ୍ଟେଣ୍ଡ ନିକଟସ୍ଥ ଲକୀ କଲ୍ୟାଣ ମଣ୍ଡପରେ ଆଜି ସକାଳ  ରୁ ପୃଥ୍ୱୀରାଜ ହାଇସ୍କୁଲ ୧୯୭୩ ମେଟ୍ରିକ ବେଚ ର ୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ ହୋଇ ଯାଇଛି। ପୁରାତନ ଛାତ୍ର କାଶୀନାଥ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା ପ୍ରାରମ୍ଭରେ   ତତ୍କାଳୀନ ୫ ଜଣ ଶିକ୍ଷକ ପ୍ରାଣବନ୍ଧୁ ନାୟକ, ଘାସିରାମ ବିଶ୍ୱାଳ, ଶ୍ୟାମ ସୁନ୍ଦର ଉଦ୍ଗାତା,ଭାବଗ୍ରାହୀ ରଥ ଓ ହୃଦାନନ୍ଦ ଜେନା ଙ୍କୁ ଛାତ୍ରମାନେ ପଦ ଧୌତ କରି ପୂଜନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ଉତ୍ସବରେ ୭୩ ବେଚ ର ଜୀବିତ ୧୧୧ଙ୍କ ମଧ୍ୟରୁ ୮୪ଜଣ ସପତ୍ନୀକ ଯୋଗ ଦେଇଥିବା ବେଳେ ଦିବଂଗତ ୩୮ ଜଣଙ୍କ ପାଇଁ ନିରବ ପ୍ରାର୍ଥନା କରା ଯାଇଥିଲା। ପ୍ରାରମ୍ଭରେ ମାଁ ସରସ୍ୱତୀ, ମାଁ ସମଲେଶ୍ବରୀ, ମାଁ ପାଟନେଶ୍ୱରୀଙ୍କୁ ଅତିଥିମାନେ ପୂଜା ଅର୍ଚନା କରିଥିଲେ। ଶିକ୍ଷକମାନେ ଉଦବୋଧନ ଦେଇ ସମସ୍ତଙ୍କ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଏ ଅବସରରେ ଏକ ସୁଦୃଶ୍ୟ ସ୍ମରଣୀକା ଉଦ୍ଘାଟିତ ହୋଇଥିଲା। ପୁରାତନ ଛାତ୍ରମାନେ ନିଜ ଛାତ୍ର ଜୀବନର ଅନୁଭୂତି ସ୍ମୃତି ଚାରଣ କରିଥିଲେ।  ସମସ୍ତ ପୁରାତନ ଛାତ୍ରଙ୍କୁ ସୁବର୍ଣ୍ଣ ଜୟନ୍ତୀର ସୁଦୃଶ୍ୟ ସ୍ମାରକୀ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like